ଲଖମରା ବିଜେପିର ଦ୍ୱିତୀୟ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ପାଇକମାଲ ବ୍ଲକ, ଲଖମରା ମଣ୍ତଳର ଦ୍ୱିତୀୟ କାର୍ଯ୍ୟକାରିଣୀ ବୈଠକ ମହୁଲପାଲି ଶ୍ରୀ ଅରବିନ୍ଦ ଭବନଠାରେ ମଣ୍ତଳ ସଭାପତି ଭୀଷ୍ମଦେବ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ବୈଠକରେ ବରଗଡ!-->…
Read More...
Read More...