ବୀର ସାବରକରଙ୍କ ଜୟନ୍ତୀରେ ଶୁଖିଲା ଖାଦ୍ୟ ବଣ୍ଟନ
ପଦ୍ମପୁର, (ନିରୋଜ କୁମାର ପାଣୀ) : ଦେଶର ମହାନ ବୀର ସାବରକରଙ୍କ ପବିତ୍ର ଜୟନ୍ତୀ ଅବସରରେ ବୁକୁରାମୁଣ୍ଡା ବୀର ସାବରକର ଯୁବକ ସଂଘର ସମସ୍ତ ସଦସ୍ୟ କିଛିକିଛି ଟଙ୍କା ନିଜନିଜ ଭିତରେ ଅସୁଲ କରିବା ସହ ସ୍ଥାନୀୟ ହାଇସ୍କୁଲର ପ୍ରଧାନ ଶିକ୍ଷକ ଫକିର ସାହୁ ଅବଶିଷ୍ଟ କିଛି ରାଶି ପ୍ରଦାନ କରି ଆଜିର!-->…
Read More...
Read More...