Browsing Tag

padampur news

ଭାଜପା କାର୍ଯ୍ୟକର୍ତ୍ତା ବିନାୟକ ବେହେରାଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମ ପଞ୍ଚାୟତ ଡୁଡୁକିଦାଦର ଗ୍ରାମର ବିନାୟକ ବେହେରା (୫୬)ଙ୍କ ଗୁରୁବାର ଦିନ ଦେହାନ୍ତ ହୋଇଛି । ତାଙ୍କ ମୁହଁରେ ଘା ହୋଇ ଜ୍ୱର ହେଉଥିବା ଯୋଗୁଁ ପ୍ରାଥମିକ ଚିକିତ୍ସା କରାଉଥିଲେ । ହଠାତ୍ ତାଙ୍କ
Read More...

ବ୍ଲକ ସ୍ତରୀୟ ବାଲ୍ ବୈଜ୍ଞାନିକ, ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଓ ପରିବେଶ ସମ୍ବନ୍ଧୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ୍‌ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ, ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଓ ପରିବେଶ ସମ୍ବନ୍ଧୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ
Read More...

ପଦପୁର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡିଶା ଲୋକ ସେବା ଆୟୋଗ ପକ୍ଷରୁ ଆୟୋଜିତ ଓଡିଶା ସୂଚନା ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ୩୯ ଜଣ ଲୋକ ସମ୍ପର୍କ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଯୁକ୍ତି ପତ୍ର ପ୍ରଦାନ କରିବା ପରେ ଆଜି ପଦମପୁର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ
Read More...

ବାଗବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତ ବାର୍ଷିକ ଉତ୍ସବ ପାଇଁ ଓଡ଼ିଶା ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବାଗବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତ ବାର୍ଷିକ ଉତ୍ସବ ପାଳନ ପାଇଁ ଗ୍ରାମବାସୀ ଓ ପୁରାତନ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବ୍ୟାପକ ପ୍ରସ୍ତୁତ କରାଯାଉଥିବା ଜଣାଯାଇଛି । ଆସନ୍ତା ଡିସେମ୍ବର ୧୨ ତାରିଖରୁ ୧୫ ତାରିଖ ୪ ଦିନ ବ୍ୟାପୀ
Read More...

ଝାରବନ୍ଧର ଭାଜପା ଯୁବମୋର୍ଚ୍ଚା ସଭାପତି ହେଲେ ସତ୍ୟ ଭୂଷଣ ସାହୁ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ମଣ୍ଡଳର ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତା ମାନଙ୍କୁ ନେଇ ଝାରବନ୍ଧର ବନଦୁର୍ଗା ମନ୍ଦିର ପରିସରରେ ଡା. ମୋହନ ପ୍ରସାଦ ନାୟକଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସର୍ବସମ୍ମତିକ୍ରମେ ଭାରତୀୟ
Read More...

ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଉକ୍ତ ସଭାରେ ଅଧ୍ୟକ୍ଷ ଶ୍ରୀ ବାରିକ ଭାରତୀୟ ସମ୍ବିଧାନ ସଂପର୍କରେ ଛାତ୍ରଛାତ୍ରୀମାନଙ୍କୁ ଅବଗତ
Read More...

ରାଜ୍ୟ ସ୍ତରୀୟ କବାଡି ପ୍ରତିଯୋଗୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ସୁନ୍ଦରଗଡ଼ ଜିଲ୍ଲାରେ ରାଜ୍ୟ ସ୍ତରୀୟ କବାଡି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗିତାରେ ୧୪ ବର୍ଷ ବାଳିକା ବିଭାଗରେ ବରଗଡ଼କୁ ହରାଇ ସୁନ୍ଦରଗଡ଼ ବିଜେତା ହୋଇଥିଲା ଓ ବରଗଡ଼ ଉପବିଜେତା ହୋଇଥିଲା । ଏହି ପ୍ରତିଯୋଗିତାରେ ମାଣ୍ଡୋସିଲ
Read More...

ଗନ୍ଧମାର୍ଦ୍ଦନ ପାହାଡ଼ରେ ହେବ ରୁଫ୍ ୱେ : ନୃସିଂହନାଥ ଓ ହରିଶଙ୍କର ପର୍ଯ୍ୟଟନସ୍ଥଳୀ ଦ୍ୱୟକୁ ଆହୁରି ଅଧିକ ଆକର୍ଷିତ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଲୋକସେବା ଭବନରେ ବରଗଡ଼ର ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ୍ କରି ଗନ୍ଧମାର୍ଦ୍ଦନ ପର୍ଯ୍ୟଟନସ୍ଥଳୀର ବିକାଶ ଉପରେ ଆଲୋଚନା କରିଥିଲେ । ଐତିହାସିକ ଓ ଧାର୍ମିକ ମହତ୍ୱ ରଖୁଥିବା ଗନ୍ଧମାର୍ଦ୍ଦନ
Read More...

ପାଇକମାଲ, ଛିନ୍ଦେଇକେଲା ଓ ମାଣ୍ଡୋସିଲରେ ଶ୍ରୀ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ଭଜନ ମଣ୍ଡଳୀ ଆନୁକୂଲ୍ୟରେ ରବିବାର ଶ୍ରୀ ଶ୍ରୀ ସତ୍ୟସାଇ ବାବାଙ୍କ ୧୦୦ତମ ଜନ୍ମଦିନ ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରାତଃ ସକାଳରେ ନଗର ସଂକୀର୍ତନ କରାଯାଇଥିଲା । ସନ୍ଧ୍ୟା ସମୟରେ ବେଦଧ୍ୱନି ହୋଇଥିଲା
Read More...

୪୧ତମ ବାର୍ଷିକ କ୍ରୀଡ଼ା ସମାରୋହ ଉଦଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୧ତମ ବାର୍ଷିକ କ୍ରୀଡ଼ା ସମାରୋହ ଆଜି ଉଦଯାପିତ ହୋଇ ଯାଇଛି । ଆଜି ପ୍ରାତଃ ପର୍ଯ୍ୟାୟରେ ପ୍ରଧାନ ଶିକ୍ଷକ ଜମରତଲା ହାଇସ୍କୁଲ ରାଜେଶ ଖମାରୀ ଓ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ,
Read More...