Browsing Tag

padampur news

ପଲସଦା ଆରୋଗ୍ୟ କେନ୍ଦ୍ର ଉଦଘାଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପଲସଦା ସ୍ଥିତ ଆୟୁଷ ଆରୋଗ୍ୟ କେନ୍ଦ୍ର ବୁଧବାର ଶୁଭ ଉଦଘାଟନ ହୋଇଯାଇଛି । ଏହାକୁ ବରଗଡ ସାଂସଦ ପ୍ରଦୀପ ପୁରୋହିତ ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଦମୟନ୍ତୀ ସାହୁ ସ୍ୱାମୀ ଗିରିଧାରୀ ସାହୁ ୫୦ଡିସମିଲ ଜମି ଦାନ
Read More...

ଦୁର୍ନୀତି ନିବାରଣ ସପ୍ତାହ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ମହା ବିଦ୍ୟାଳୟ ପ୍ରକୋଷ୍ଠରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା । ଅଧ୍ୟାପକ ପ୍ରଦୀପ୍ତ କୁମାର ସାହୁ ଅତିଥି ପରିଚୟ ପ୍ରଦାନ ସହ ସଭା
Read More...

ପଦ୍ମପୁରରେ ସ୍ନାତକୋତ୍ତର ଶିକ୍ଷାର ଉଦଘାଟନ ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ କଲେଜରେ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ଉଦଘାଟନ ସମାରୋହ ସମ୍ମେଳନ କକ୍ଷରେ ଅଧ୍ୟକ୍ଷ ଖଗେଶ୍ୱର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଫେସର ଦାଶ ଅତିଥିମାନଙ୍କ ସମ୍ମୁଖରେ କଲେଜର ଗୌରବମୟ ଇତିହାସ ଏବଂ ପ୍ରମୁଖ ସଫଳତା ବିଷୟରେ
Read More...

ବରଗଡ଼ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର “ସମ୍ଭବ”ର ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଉଦଯାପିତ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର "ସମ୍ଭବ"ର ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ସ୍ଥାନୀୟ ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦମପୁରରେ ଉଦଯାପିତ ହୋଇଯାଇଛି । ପ୍ରଧାନ ଶିକ୍ଷକଙ୍କ ଦକ୍ଷତା ଓ ନେତୃତ୍ୱ ବିକାଶ ନିମନ୍ତେ ଆୟୋଜିତ ଏହି ଶିବିରର
Read More...

ନିଶାମୁକ୍ତ ଭାରତ ଅଭିଯାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ସଭାପତିତ୍ୱରେ ନିଶାମୁକ୍ତ ଭାରତ ଅଭିଯାନ ଅବସରରେ ମହା ବିଦ୍ୟାଳୟ ପରିସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ନିଶା ସେବନର କୁପରିଣାମ
Read More...

ବିଶିଷ୍ଟ ବ୍ୟବସାୟୀ ଇନ୍ଦ୍ରମଣି ସାହୁଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଗାଁର ବିଶିଷ୍ଟ ବ୍ୟବସାୟୀ ଇନ୍ଦ୍ରମଣି ସାହୁ(୭୦)ଙଙ୍କ ନୂଆପଡ଼ା ସ୍ଥିତ ନିଜ ବାସଭବନରେ ଗୁରୁବାର ସକାଳେ ପରଲୋକ ହୋଇଯାଇଛି । ସେ କଂଗ୍ରେସ ନେତା ଟଙ୍କଧର ସାହୁଙ୍କ ବାପା ଥିଲେ ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ
Read More...

ପରିବେଶ ପ୍ରେମୀଙ୍କ ନିଆରା ଦୀପାବଳି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଲୋକର ପର୍ବ ଦୀପାବଳି । ଏହି ପବିତ୍ର ପର୍ବକୁ ସାରା ଦେଶରେ ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଏ । ବହୁ ମାତ୍ରାରେ ଅନେକ ପ୍ରକାରର ମିଠା ସହ ଦାମୀ ଉପହାର ପ୍ରଦାନ କରାଯିବାର ପରମ୍ପରା ଦେଖିବାକୁ ମିଳିଥାଏ । ଏହା ସହ ଏହି ଦିନ ସନ୍ଧ୍ୟାରେ ବହୁତ ମାତ୍ରାରେ
Read More...

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ସମ୍ଭବ ତାଲିମ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ପଞ୍ଚଦିବସୀୟ 'ସମ୍ଭବ' ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଅବସରରେ ଅନୁଷ୍ଠିତ ଉଦଘାଟନୀ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ
Read More...

ଜାମସେଠ ସାର୍ବଜନୀନ କାଳୀପୂଜା ରାବଣ ପୋଡ଼ି ସହ ସମ୍ପନ୍ନ

ରାବଣପୋଡ଼ି ଦେଖିବା ପାଇଁ ପ୍ରବଳ ଭକ୍ତମାନଙ୍କ ସମାଗମ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଜାମସେଠ ଗାଁରେ ହେଉଥିବା ସାର୍ବଜନୀନ କାଳୀପୂଜା ମଙ୍ଗଳବାର ରାବଣପୋଡ଼ି ସହ କାଳୀପୂଜା ଶାନ୍ତିପୂର୍ଣ୍ଣ ଭାବରେ ସମ୍ପନ୍ନ ହୋଇଯାଇଛି । ରବିବାର କଳସ ଅଧିବାସ ହୋଇ
Read More...

ଖଣ୍ଡଧୁଆ ଯାତ୍ରା ସହ କାଳୀ ପୂଜାର ଶୁଭାରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ହନୁମାନ ପଡ଼ା ସ୍ଥିତ ହନୁମାନ ମନ୍ଦିର ପରିସରରେ ଜଗତଜନନୀ ମା' ଶ୍ୟାମାକାଳୀଙ୍କ ପୂଜନୋତ୍ସବ କାର୍ଯ୍ୟକ୍ରମ ରବିବାର ସନ୍ଧ୍ୟାରେ ଖଣ୍ଡଧୁଆ ଯାତ୍ରା ସହ ଆରମ୍ଭ ହୋଇଯାଇଛି । ପଡ଼ାର ଶତାଧିକ ମହିଳା ଓ ପୁରୁଷ ଏକ ଭବ୍ୟ ଶୋଭାଯାତ୍ରାରେ ବାହାରି ସହର
Read More...