Browsing Tag

padampur news

ଦମକଳ ଅଫିସ ଓ କୃଷି କାର୍ଯ୍ୟାଳୟ ଯିବା ପାଇଁ କାଦୁଅ ପଚ ପଚ ରାସ୍ତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକରେ ଥିବା ଜର୍ଜଗଡ଼ ଗ୍ରାମରେ ରହିଛି ଦମକଳ ଅଫିସ ଓ କୃଷି କାର୍ଯ୍ୟାଳୟ । ପାଇକମାଲ ଛକରୁ ଏହି କାର୍ଯ୍ୟଳୟକୁ ପଡେ ୨କିମି ରାସ୍ତା । ଅଫିସ ପହଁଚିବା ପୂର୍ବରୁ ପ୍ରାୟ ମାତ୍ର ୧୦୦ ଫୁଟ ରାସ୍ତାରେ ସବୁବେଳେ
Read More...

ବିନ୍ଧ୍ୟ ବାସିନୀ ସ୍ନାତକ ମହା ବିଦ୍ୟାଳୟରେ ପ୍ରବେଶ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟଠାରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ନୂତନ ଭାବରେ ନାମ ଲେଖା ହୋଇଥିବା ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ ପାଳିତ ହୋଇଯାଇଛି । ଅଧ୍ୟାପକ ପ୍ରଦୀପ୍ତ କୁମାର ସାହୁ ଜାତୀୟ
Read More...

ଉଡାନ୍ ଯୋଜନାରେ ସାମିଲ ହେଉ ସତୀଭଟା ଏୟାରଷ୍ଟ୍ରିପ୍ : ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : କେନ୍ଦ୍ର ସରକାରଙ୍କ ଉଡାନ୍ ଯୋଜନାରେ ସତୀଭଟା ଏୟାରଷ୍ଟ୍ରିପ୍କୁ ସାମିଲ କରିବାକୁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବି । ପଦ୍ମପୁରରେ ଥିବା ସତୀଭଟା ଏୟାରଷ୍ଟ୍ରିପ୍କୁ ନେଇ ସାଂସଦ ତୃତୀୟ ଥର ପାଇଁ କେନ୍ଦ୍ର ନିକଟରେ ଦାବି ରଖିଛନ୍ତି । ଏହାସହ
Read More...

ପଦ୍ମପୁର ଲାୟନ୍ସ ଭବନରେ ଲାୟନ୍ସ କ୍ଲବର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସହର ସ୍ଥିତ ଲାୟନ୍ସ ଭବନରେ ପ୍ରୀତମ ମେହେରଙ୍କ ସଭାପତିତ୍ୱରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହକୁ ଦ୍ୱାଦଶ ପ୍ରଧାନ ସଂଯୋଜନା କରିଥିବା ବେଳେ ବିନୋଦ ବିହାରି ମିଶ୍ର ବିବରଣୀ ପଠନ କରିଥିଲେ । ମୁଖ୍ୟ ଅତିଥି ଭାବରେ ପ୍ରଦୀପ
Read More...

ଝାରବନ୍ଧ ସାମ୍ବାଦିକ ସଂଘ ଭବନ ପ୍ରତିଷ୍ଠା ବାର୍ଷିକ ଉତ୍ସବ

ଜିଲ୍ଲା ସାମ୍ବାଦିକଙ୍କ ବନ୍ଧୁ ମିଳନ ଓ ବୃକ୍ଷରୋପଣ  ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ସାମ୍ବାଦିକ ଭବନ ପ୍ରତିଷ୍ଠା ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସାମ୍ବାଦିକ ଭବନଠାରେ ଏକ ବନ୍ଧୁ ମିଳନ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଥିଲା । ସାମ୍ବାଦିକ
Read More...

ଛାତ୍ରୀ ସୁରକ୍ଷା ବିଷୟକୁ ନେଇ ପ୍ରଶାସନର ଦ୍ୱାରସ୍ଥ ହେଲା ଏବିଭିପି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ତରଫରୁ ଛାତ୍ରୀ ସୁରକ୍ଷା ବିଷୟକୁ ନେଇ ପଦ୍ମପୁର ପ୍ରଶାସନ ପାଖରେ ଦାବିପତ୍ର ପ୍ରଦାନ କରାଯାଇଛି । ବିଗତ ଦିନରେ ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଭଳି ଗୌରବଶାଳୀ
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଶିଶୁବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶିଶୁମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରା ଯାଇଥିଲା । ମୂଖ୍ୟ ଅତିଥି ଭାବରେ ଶିକ୍ଷା ବିକାଶ ସମିତି ବିଦ୍ଵତ ପରିଷଦର ସଭାପତି ଡ଼ଃ ବାଞ୍ଛାନିଧି
Read More...

ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ମହିଳା ସଚେତନତା ଆଲୋଚନା ଚକ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ବନବାସୀ ଜନକଲ୍ୟାନ ଆଶ୍ରମ ଓଡ଼ିଶା ଦ୍ଵାରା ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ମହିଳା ସଚେତନତା ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଆଲୋଚନା ଚକ୍ରରେ ମୁଖ୍ୟ ପ୍ରବକ୍ତା ଭାବେ ମନୋରମା ମିଶ୍ର, ଓଡ଼ିଶା ପ୍ରାନ୍ତ ମହିଳା
Read More...

ପଦ୍ମପୁର ଉପଖଣ୍ଡରେ ଓଡିଶା ବନ୍ଦ ସଫଳ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବାଲେଶ୍ଵର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ପ୍ରତି ହୋଇଥିବା ଅନ୍ୟାୟ ବିରୁଦ୍ଧରେ କଂଗ୍ରେସ ଦଳ ପକ୍ଷରୁ ଓଡିଶା ବନ୍ଦ ଡାକରାରେ ସମଗ୍ର ଓଡିଶା ବନ୍ଦ ରହିଥିବା ବେଳେ ଆଜି ପଦ୍ମପୁରରେ ତାହାର ପ୍ରଭାବ ଦେଖିବାକୁ
Read More...

ଜମଲା ଡିଗ୍ରୀ କଲେଜରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମଲା ଡିଗ୍ରୀ କଲେଜ ଜମଲାରେ ଏକ ଦିବସୀୟ ଆଲୋଚନା ଚକ୍ର ଆଜି ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଡକ୍ଟର ସ୍ଵାଧୀନ ଚନ୍ଦ୍ର ପଧାନଙ୍କ ତତ୍ତ୍ଵାବଧାନରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ସାଂସଦ
Read More...