ଟେମରୀ ହାଇସ୍କୁଲରେ ୧୯୯୨ ମାଟ୍ରିକ୍ ବ୍ୟାଚ୍ର ବନ୍ଧୁମିଳନ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଟେମରୀ ହାଇସ୍କୁଲର ୧୯୯୨ ବ୍ୟାଚ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଛି । ଏହି ଉତ୍ସବରେ ଅବସର ପ୍ରାପ୍ତ ଶିକ୍ଷକ ସତ୍ୟ ନାରୟଣ ତ୍ରିପାଠୀ ଓ ଗୋବିନ୍ଦ ପାଣିଗ୍ରାହୀ ଯୋଗ ଦେଇଥିଲେ । ଛାତ୍ରଛାତ୍ରୀ!-->…
Read More...
Read More...