କନସିଂହା ସରକାରୀ ସତ୍ୟସେବା ଉଚ୍ଚ ବିଦ୍ୟାଳୟର ଖେଳ ଶିକ୍ଷକଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ କନସିଂହା ସତ୍ୟସେବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଖେଳ ଶିକ୍ଷକ ଗୋବର୍ଦ୍ଧନ ମିଶ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ଼. ପ୍ରେମାନନ୍ଦ ବେହେରାଙ୍କ ସଭାପତିତ୍ୱରେ!-->…
Read More...
Read More...