Browsing Tag

padampur news

ପଦ୍ମପୁର ବନଦୁର୍ଗା ମନ୍ଦିରରେ ଶାରଦୀୟ ନବରାତ୍ର ଦୂର୍ଗାପୂଜା ୨୨ରୁ ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ବଡବନ୍ଧ ସ୍ଥିତ ବନଦୂର୍ଗା ମନ୍ଦିରରେ ସାର୍ବଜନୀକ ଶାରଦୀୟ ନବରାତ୍ର ଦୂର୍ଗାପୂଜା ୨୨ରୁ ଆରମ୍ଭ ହେବ ବୋଲି ପୂଜା କମିଟି ସଭାପତି ଡ଼ା ପ୍ରଭାତ ନାରାୟଣ ତ୍ରିପାଠୀ ଓ ସଂପାଦକ ଗୋପାଳ ଚନ୍ଦ୍ର ଭୋଇ ସୂଚନା ଦେଇଛନ୍ତି । ପ୍ରତି ବର୍ଷ
Read More...

ସଂଯୁକ୍ତ କୃଷକ ସଂଗଠନ ତରଫରୁ ରାମଚଣ୍ତି ମନ୍ଦିରରେ ନୂଆଖାଇ ଭେଟଘାଟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସଂଯୁକ୍ତ କୃଷକ ସଂଗଠନ ତରଫରୁ ପଶ୍ଚିମ ଓଡିଶା ପବିତ୍ର ପୀଠ ନୃସିଂହନାଥ ରାମଚଣ୍ଡୀ ମନ୍ଦିର ଠାରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ପ୍ରଗତିଶୀଳ ୧୭ ଗୋଟି କୃଷକ ସଂଗଠନର ୪୦୦
Read More...

ବୁରୋମୁଣ୍ଡା ହାଇସ୍କୁଲରେ ହିନ୍ଦୀ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଲକ ବୁରୋମୁଣ୍ତା ସରକାରୀ ରାଜ କୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ପ୍ରେମାନନ୍ଦ ବେହେରାଙ୍କ ସଭାପତିତ୍ୱରେ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ରାମକୁମାର ପଟେଲ ଏହି ଦିବସର
Read More...

ପାଇକମାଲ ବ୍ଲକ ସ୍ତରୀୟ ଫୁଟବଲ ଚୟନ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସ୍ତରୀୟ ଫୁଟବଲ ଚୟନ ଶିବିର ଛେତଗାଁ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ପ୍ରଧାନ ଶିକ୍ଷକ ରାଜକୁମାର ସ୍ଵାଇଁଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଚୟନ ଶିବିରରେ ମୁଖ୍ୟ ଅତିଥି ଅଦନ ସୁନା ବିଇିଓ
Read More...

ନୃସିଂହନାଥ ବନାଞ୍ଚଳ ପକ୍ଷରୁ ବୃକ୍ଷରୋପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ନୃସିଂହନାଥ ବନାଞ୍ଚଳ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ବନାଞ୍ଚଳ ଅଧିକାରୀ ହୃଦାନନ୍ଦ ମିଶ୍ରଙ୍କ ତତ୍ତ୍ୱାବଧାନରେ ନୃସିଂହନାଥ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ
Read More...

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରର ଛାତ୍ରୀମାନଙ୍କ ବାଜିମାତ୍‌

ପଦ୍ମପୁର, (ନିରୋଜ କୁମାର ପାଣୀ) : ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରର ଛାତ୍ରୀମାନେ ଚଳିତ ବର୍ଷ ବାରିହାପୁଖାପାନି ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଚେସ୍‌, ଯୋଗ ଏବଂ ବ୍ୟାଡମିଣ୍ଟନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ । ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ
Read More...

ରଣଜିତପୁରରେ ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ୭୫ ତମ ଜନ୍ମଦିନକୁ ସ୍ମରଣୀୟ କରିବାକୁ ସାରାଦେଶରେ ପାଳନ କରୁଥିବା ବେଳେ ଓଡିଶା ସରକାରଙ୍କ ତରଫରୁ ୭୫ ଲକ୍ଷ ଗଛ ଲଗାଇବାର ପ୍ରୟାସ ଆରମ୍ଭ କରାଯାଇଥିଲା । ଏହି ଅବସରରେ ଆଜି ପାଇକମାଲ ବ୍ଳକ ପ୍ରଶାସନ ଓ
Read More...

ପାଇକମାଲ ଗ୍ରୀଡ଼ ସବଷ୍ଟେସନରେ ବିଶ୍ଵକର୍ମା ପୂଜା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଗ୍ରୀଡ଼ ସବଷ୍ଟେସନ ପରିସରରେ ବିଶ୍ୱକର୍ମା ପଦ୍ଭଜା ବୁଧବାର ଅନୁଷ୍ଠିତ ହୋଇଯାଇଛି । ପାଇକମାଲ ସବଡ଼ିଭିଜନର ସମସ୍ତ ବିଦ୍ୟୁତ କର୍ମଚାରୀମାନେ ମିଳିମିଶି ଆଜି ସକାଳେ କଳସ ଶୋଭାଯାତ୍ରା କରି ଶିବ ମନ୍ଦିର ଘାଟରୁ ପବିତ୍ର ପାଣି ଆଣି
Read More...

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଆଇନ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ତାଲୁକ ଆଇନ ସେବା ବିଭାଗ ଆନୁକୂଲ୍ୟରେ ଆଇନ ସଚେତନତା କାର୍ଯ୍ୟକ୍ରମ ରଖାଯାଇଥିଲା । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଉକ୍ତ
Read More...

ପାଇକମାଲ ହାଇସ୍କୁଲରେ ବୃକ୍ଷରୋପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଡ଼. ଦ୍ଵାଦଶ କୁମାର ପଧାନଙ୍କ ଅଧ୍ୟକ୍ଷତାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ୭୫ତମ ଜନ୍ମଦିନ ଅବସରରେ ସମୂହ ବୃକ୍ଷ ରୋପଣ
Read More...