ପିଏମ ପଦ୍ମପୁର ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଦଶମ ପରୀକ୍ଷା ସର୍ଟିଫିକେଟ ବଣ୍ଟନ
ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗତ ଦଶମ ଶ୍ରେଣୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ୯୧ ଜଣ ଛାତ୍ରୀମାନଙ୍କୁ ଆଜି ସାର୍ଟିଫିକେଟ ଓ ଅନ୍ୟାନ୍ୟ କାଗଜାତ ବଣ୍ଟନ କରାଯାଇଛି । ବିଦ୍ୟାଳୟର!-->…
Read More...
Read More...