Browsing Tag

padampur news

ପାଇକମାଳ ବ୍ଲକ କୁଆପାଲି ଗ୍ରାମରେ ବ୍ୟାପିଲା ଝାଡା ବାନ୍ତି : ୧୭ ଜଣଙ୍କୁ ପଦ୍ମପୁର ସ୍ଥାନାନ୍ତରିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କୁଆପାଲି ଗ୍ରାମରେ ପ୍ରାୟ ୭୦ ଜଣ ଝାଡା ବାନ୍ତି ରୋଗରେ ପଡିଛନ୍ତି । ଝାଡା ବାନ୍ତି ଅଣାୟତ୍ତ ହେବାରୁ ୧୭ ଜଣଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଛି । ପ୍ରକାଶ ଥାଉକି ଶୁକ୍ରବାର ଅପରାହ୍ନରେ
Read More...

ଜଗଦଲପୁରରେ ବିକାଶ ବାହନର ଶୁଭାରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : କେନ୍ଦ୍ର ସରକାରର ୧୧ ବର୍ଷ ଓ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିକାଶ ବାହନ ଆଜି ଶୁକ୍ରବାର ଦିନ ପ୍ରଥମେ ଜଗଦଲପୁର ମଣ୍ଡଳର ଭୈଁସାଦର୍ହା ପଞ୍ଚାୟତରେ ପହଞ୍ଚି ଥିଲା । ପଞ୍ଚାୟତର ବୁଦ୍ଧିଜୀବି ସର୍ବ ସାଧାରଣ ପଞ୍ଚାୟତ କାର୍ଯ୍ୟାଳୟରେ ଉପସ୍ଥିତ
Read More...

ନୃସିଂହନାଥ ପୀଠରେ ରଥଯାତ୍ରା ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ପୀଠରେ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମନ୍ଦିର ଟ୍ରଷ୍ଟି ଦେବାଶିଷ ସିହ୍ନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ରଥଯାତ୍ରାକୁ ସରସ, ସୁନ୍ଦର ଓ ଶୃଙ୍ଖଳିତ କରିବା ପାଇଁ ଆଲୋଚନା ହୋଇଥିଲା
Read More...

ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ “ବିକାଶ ବାହନ”ର ଶୁଭାରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ଡବଲ ଇଞ୍ଜିନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସମଗ୍ର ଓଡ଼ିଶାରେ ଆରମ୍ଭ କରାଯାଇଛି "ବିକାଶ ବାହନ" । ପାଇକମାଲ ବ୍ଲକରେ ଆଜି ଶୁଭାରମ୍ଭ ହୋଇଛି । ପାଇକମାଲ ବିଡ଼ିଓ ପ୍ରଫୁଲ୍ଲ କୁମାର ଅଦୁଙ୍କ ତତ୍ତ୍ଵାବଧାନରେ
Read More...

ନୃସିଂହନାଥରେ କବିର ଜୟନ୍ତୀ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ନୃସିଂହନାଥ ମନ୍ଦିର ପରିସରରେ ୧୨୭ତମ ସତଗୁରୁ କବୀର ସାହେବଙ୍କ ପ୍ରକଟ ଉତ୍ସବ କବୀର ପିଠଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଶୋଭାଯାତ୍ରା ଏବଂ ତୁଳସୀ କେ ଫୁଲ(ପଣ୍ଡୱାନି) କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ମହୁଲପାଲିଠାରେ ଜ୍ୟେଷ୍ଠ ପୂର୍ଣିମାରେ ଅଙ୍ଗ ଆଳତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରରତୀୟ ସଂସ୍କୃତି ପରମ୍ପରାରେ କେଉଁ ଅନାଦିକାଳରୁ ପ୍ରକୃତି, ନଦନଦୀ, ବୃକ୍ଷଳତାକୁ ଉପାସନା କରିବାର ଧାରା ରହି ଆସିଛି । ପଦ୍ମପୁରର ଜୀବନ ଧାରା ବୋଲାଉଥିବା ଅଙ୍ଗ ନଦୀରେ ଆଜି ବୁଧବାର ଜ୍ୟେଷ୍ଠ ପୂର୍ଣିମା ଅବସରରେ ସନ୍ଧ୍ୟା ୭ ଘଣ୍ଟା ସମୟରେ
Read More...

ନୃସିଂହନାଥରେ ଦେବସ୍ନାନ ଉତ୍ସବ ସମ୍ପନ୍ନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମନ୍ଦିରରେ ଦେବସ୍ନାନ ପୂଣ୍ଣିମା ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ତିନି ଠାକୁରଙ୍କୁ ପହଣ୍ତି କରାଯାଇ ସ୍ନାନ ମଣ୍ତପକୁ ଅଣାଯାଇଥିଲା । ସେଠାରେ ତିନି ଠାକୁରଙ୍କୁ ପୂଜା କରାଯିବା ପରେ
Read More...

ପଶ୍ଚିମ ଓଡ଼ିଶା ତେଲି ସମାଜର ସାଧାରଣ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ମାଉସୀ ମନ୍ଦିର ପରିସରରେ ରାଜୀବ ସାହୁଙ୍କ ସଭାପତିତ୍ୱରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସମାଜ ଉପରେ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଥିଲା । ଓବିସି ଆକ୍ଟ ଉପରେ ଆଲୋଚନା ହୋଇ ଓଡିଶାରେ
Read More...

ପାଇକମାଲରେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କାର୍ଯ୍ୟାଳୟ ପରିସରରେ ମିଶନ ଶକ୍ତି ବିଭାଗ ଦ୍ୱାରା ବ୍ଲକ ସ୍ତରୀୟ ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ବ୍ଲକ ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବରେ ସାଂସଦ
Read More...

କିଡନୀ ରୋଗର ସାମାଧନ ଓ ନିରାକରଣ ନେଇ ଗାଁକୁ ପହଞ୍ଚିଲେ ଡାକ୍ତରୀ ଟିମ୍‌

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଅଞ୍ଚଳରେ ଦିନକୁ ଦିନ କିଡନୀ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଥିବାବେଳେ ତାହାର କାରଣ ଏବଂ ରୋଗୀ କେମିତି ଠିକ ହେବେ ତାହାକୁ ଦୃଷ୍ଟିରେ ରଖି ଆଜି ଭୀମସାର ବୁର୍ଲାରୁ ଏକ ଡାକ୍ତରୀ ଟିମଙ୍କ ସହ ଗାଇସିଲେଟର ଡାକ୍ତରୀ ଟିମ୍,
Read More...