Browsing Tag

padampur news

ପଦ୍ମପୁର ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁ ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପବିତ୍ର ଗୁରୁ ଦିବସ ଉତ୍ସବ ଶ୍ରଦ୍ଧା ଓ ଆନନ୍ଦର ସହ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ
Read More...

ମେଲଛାମୁଣ୍ଡା ଗାଁର ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବିରଞ୍ଚି ନାରାୟଣ ସାହୁଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗାଁର ବରିଷ୍ଠ ନାଗରିକ ତଥା ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବିରଞ୍ଚି ନାରାୟଣ ସାହୁଙ୍କ ୮୬ ବର୍ଷ ବୟସରେ ପରଲୋକ ଘଟିଛି । ସେ ଦାନ୍ତ ଡାକ୍ତର ପ୍ରଣବ ସାହୁଙ୍କ ପିତା ଥିଲେ । ଆଜି ସକାଳ ପ୍ରାୟ ୭ଟା ସମୟରେ ପଦ୍ମପୁର ସ୍ଥିତ
Read More...

ବରଗଡ଼ ସୀମାନ୍ତରେ ହରିଶଙ୍କର ରାସ୍ତା ଶୋଚନୀୟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସୀମାନ୍ତ ଅଞ୍ଚଳରେ ଥିବା ଏକ ଗୁରୁତ୍ୱପୂର୍ଣ୍ଣ ସଂଯୋଗ ରାସ୍ତାର ଅବସ୍ଥା ବର୍ଷାଦିନେ ଶୋଚନୀୟ ହୋଇପଡ଼ିଛି । ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଜାମସେଠ ପଞ୍ଚାୟତ ଅନ୍ତର୍ଗତ ଡୁଡୁକିଝରିଆ ଗାଁ ଶେଷମୁଣ୍ଡରୁ
Read More...

ସ୍ଵର୍ଗତ ସତ୍ୟଭୂଷଣ ସାହୁଙ୍କୁ ଶ୍ରଦ୍ଧାଞ୍ଜଳି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ର, ପୂର୍ବତନ ବିଧାୟକ, ବିଶିଷ୍ଟ ରାଜନୀତିଜ୍ଞ ତଥା ସମାଜସେବୀ ସ୍ଵର୍ଗତ ସତ୍ୟ ଭୂଷଣ ସାହୁଙ୍କ ସ୍ମୃତି ଚାରଣ ସହିତ ପରମପିତା ପରମେଶ୍ଵରଙ୍କ ନିକଟରେ ଅମରାତ୍ମାଙ୍କ ସଦଗତି କାମନା ନିମନ୍ତେ
Read More...

ପାଇକମାଲରେ ଏମ୍‌ଏସ୍‌ଏମ୍‌ଇ ପ୍ରତିଷ୍ଠା ପାଇଁ ସଚେତନତା ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସଭାଗୃହରେ ଏମ୍‌ଏସ୍‌ଏମ୍‌ଇ (ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ) ପ୍ରତିଷ୍ଠା ନେଇ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଅଞ୍ଚଳର ଯୁବକ-ଯୁବତୀ ଓ ମହିଳାମାନଙ୍କୁ ଆତ୍ମନିର୍ଭର କରିବା ସହ ଉଦ୍ୟୋଗ ପ୍ରତିଷ୍ଠା
Read More...

ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗଙ୍ଗାଧର ଜୟନ୍ତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ ତମ ଜୟନ୍ତୀ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଜୟଦେବ ପ୍ରଧାନଙ୍କ ସଭାପତିତ୍ୱ କରିଥିଲେ । ଅର୍ଥନୀତି ବିଭାଗର ଅଧ୍ୟାପିକା
Read More...

ଯମୁନା କନ୍ଧୁଣୀ ଓ ବାରଭାଇ ବେଣ୍ଟକାରଙ୍କ ମନ୍ଦିର ନିର୍ମାଣ ଓ ଇତିହାସ ସଂରକ୍ଷଣ ନେଇ ସାଂସଦଙ୍କ ପାଖରେ ଦାବୀ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ୧୦ ଜଣିଆ ପ୍ରତିନିଧି ଦଳ ଗଠିତ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଡାକ ବଙ୍ଗଳା ପରିସରରେ କନ୍ଧ ଓ ବିଞ୍ଝାଳ ସମାଜର ପ୍ରମୁଖ ବ୍ୟକ୍ତିମାନଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଯାଇଛି । ପଦ୍ମପୁର ଉପଖଣ୍ଡ ସାଂସଦ ପ୍ରତିନିଧି ପ୍ରିତମ
Read More...

ଜିଲ୍ଲାସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀରେ ଆଲିଶା ପୁରସ୍କୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ସ୍ଥିତ ବିକାଶ ଆବାସିକ କଲେଜ ପରିସରରେ ୧୬୫ତମ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ଅବସରରେ ଆୟୋଜିତ ଜାତୀୟ ସମ୍ମିଳନୀରେ ଜିଲ୍ଲା ସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା । ଏଥିରେ କ୍ରିଷ୍ଣା ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀ ଆଲିଶା
Read More...

ପାଇକମାଲ ହାଇସ୍କୁଲରେ ବ୍ଲକ ସ୍ତରୀୟ ସାଇନିଙ୍ଗ ଷ୍ଟାର କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଛାତ୍ରଛାତ୍ରୀ ଏବଂ ଅଭିଭାବକ, ସାଧନ କର୍ମୀ ମାନଙ୍କୁ ନେଇ ଶୈକ୍ଷିକ କାର୍ଯ୍ୟକଳାପ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଓ ମାର୍ଗଦର୍ଶନ ପ୍ରଦାନ କରିବା ଉଦ୍ଦେଶ୍ୟରେ ଏକ ପ୍ରବେଶିକା କାର୍ଯ୍ୟକ୍ରମ
Read More...

କୋଶଲ ଟାଇମ୍‌ ଆନୁକୂଲ୍ୟରେ ଗଙ୍ଗାଧର ଜୟନ୍ତୀ ଓ ପ୍ରଫେସର ଘନଶ୍ୟାମ ଦାସ ସ୍ମୃତିସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଜେନିଥ ଲାୟନ୍ସ ଗୁରୁକୁଳ କ୍ୟାମ୍ପସରେ ପାକ୍ଷିକ ପତ୍ରିକା ‘କୋଶଲ ଟାଇମ୍’ ଆନୁକୂଲ୍ୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ଏବଂ ପ୍ରଫେସର ଘନଶ୍ୟାମ ଦାସଙ୍କ ସ୍ମୃତିସଭା ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଛି ।
Read More...