Browsing Tag

padampur news

ଗନ୍ଧମାର୍ଦ୍ଦନ ପର୍ବତରେ ଫସିରହିଥିବା ୧୭ ତୀର୍ଥଯାତ୍ରୀ ୨୧ ଘଣ୍ଟା ପରେ ସୁରକ୍ଷିତ ଉଦ୍ଧାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଳ ନୃସିଂହନାଥ ମନ୍ଦିରକୁ ଛତିଶଗଡ଼ରୁ ଆସିଥିବା ୨୧ ଜଣ ତୀର୍ଥଯାତ୍ରୀ ବୁଧବାର ସକାଳ ୧୦ ଟା ସମୟରେ ନୃସିଂହନାଥ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ଏହାପରେ ୧୦ଟା ୩୦ ରେ ୧୭ ଜଣ ଗନ୍ଧମାର୍ଦ୍ଦନ ପାହାଡ
Read More...

ମହିଳାଙ୍କ ଦକ୍ଷତା ବିକାଶ ପାଇଁ ମିଳୁ ସ୍ୱତନ୍ତ୍ର ଅନୁଦାନ : ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମହିଳାଙ୍କ ଦକ୍ଷତା ବିକାଶ ପାଇଁ ମିଳୁ କେନ୍ଦ୍ର ସରକାରଙ୍କ ସ୍ୱତନ୍ତ୍ର ଅନୁଦାନ । କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଏଭଳି ଦାବି କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ମହିଳାଙ୍କ ଦକ୍ଷତା ବିକାଶ ଏବଂ ସାମଗ୍ରିକ
Read More...

ଆୟୁର୍ବେଦ ମହାବିଦ୍ୟାଳୟରେ ପୋଲିସର ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ନୃସିଂହନାଥ ଆୟୁର୍ବେଦ ମହାବିଦ୍ୟାଳୟ ଓ ଗବେଷଣା ପ୍ରତିଷ୍ଠାନର ମିଟିଂ ହଲ୍‌ରେ ମଙ୍ଗଳବାର ପାଇକମାଲ ପୋଲିସ ତରଫରୁ ଗୋଟିଏ ସଚେତନତା କାର୍ଯ୍ୟକ୍ରମ ଅନୁଡିତ ହୋଇଯାଇଛି । ଏଥିରେ ପ୍ରିନ୍ସପାଲ ଜଗବନ୍ଧୁ ମିଶ୍ର ସଭାପତିତ୍ୱ
Read More...

ଆର୍‌. ବି ହାଇସ୍କୁଲରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଆର୍‌. ବି ହାଇସ୍କୁଲରେ ପଂଚାୟତ ସମିତି ରାଜବୋଡାସମ୍ବର ଆନୁକୂଲ୍ୟରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ମୁଖ୍ୟ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷ ରଞ୍ଜିତ ସିଂ ବରିହା ଓ ସମ୍ମାନିତ ଅତିଥି ଭାବରେ ଗୋଷ୍ଠୀ
Read More...

ପଦ୍ମପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟରେ ବନ ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡ଼କ୍ରସ ଓ ରେଡ଼ରିବନ କ୍ଲବ ଆନୁକୂଲ୍ୟରେ ବନମହୋତ୍ସବ ପାଳିତ ହୋଇଯାଇଛି । ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥ ତାଙ୍କ ସଭାପତିତ୍ଵ ଅଭିଭାଷଣରେ ବୃକ୍ଷରୋପଣର ଯଥାର୍ଥତା ବିଷୟରେ କହିଥିଲେ ।
Read More...

ପଦ୍ମପୁରରେ ବୁଣାକାରମାନଙ୍କ ପାଇଁ ସ୍ଥାୟୀ କମ୍ପ୍ଲେକ୍ସ ହେଉ – ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡିଶାର ସମ୍ବଲପୁରୀ ବସ୍ତ୍ରାଳୟ ସାରା ଦେଶରେ ପ୍ରସିଦ୍ଧି ଲାଭ କରିଛି । ସମ୍ବଲପୁରୀ ବସ୍ତ୍ର ଓ ହସ୍ତତନ୍ତକୁ ବଜାୟ ରଖିବା ପାଇଁ ବୁଣାକାର ମାନଙ୍କ ଲାଗି ବିଭିନ୍ନ ସୁବିଧା ସୁଯୋଗ କରାଯିବା ନେଇ କେନ୍ଦ୍ର ହସ୍ତତନ୍ତ୍ର ଓ ବୟନ ଶିଳ୍ପ ମନ୍ତ୍ରୀ ଗିରିରାଜ
Read More...

ଦମକଳ ଅଫିସ ଓ କୃଷି କାର୍ଯ୍ୟାଳୟ ଯିବା ପାଇଁ କାଦୁଅ ପଚ ପଚ ରାସ୍ତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକରେ ଥିବା ଜର୍ଜଗଡ଼ ଗ୍ରାମରେ ରହିଛି ଦମକଳ ଅଫିସ ଓ କୃଷି କାର୍ଯ୍ୟାଳୟ । ପାଇକମାଲ ଛକରୁ ଏହି କାର୍ଯ୍ୟଳୟକୁ ପଡେ ୨କିମି ରାସ୍ତା । ଅଫିସ ପହଁଚିବା ପୂର୍ବରୁ ପ୍ରାୟ ମାତ୍ର ୧୦୦ ଫୁଟ ରାସ୍ତାରେ ସବୁବେଳେ
Read More...

ବିନ୍ଧ୍ୟ ବାସିନୀ ସ୍ନାତକ ମହା ବିଦ୍ୟାଳୟରେ ପ୍ରବେଶ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟଠାରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ନୂତନ ଭାବରେ ନାମ ଲେଖା ହୋଇଥିବା ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ ପାଳିତ ହୋଇଯାଇଛି । ଅଧ୍ୟାପକ ପ୍ରଦୀପ୍ତ କୁମାର ସାହୁ ଜାତୀୟ
Read More...

ଉଡାନ୍ ଯୋଜନାରେ ସାମିଲ ହେଉ ସତୀଭଟା ଏୟାରଷ୍ଟ୍ରିପ୍ : ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : କେନ୍ଦ୍ର ସରକାରଙ୍କ ଉଡାନ୍ ଯୋଜନାରେ ସତୀଭଟା ଏୟାରଷ୍ଟ୍ରିପ୍କୁ ସାମିଲ କରିବାକୁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବି । ପଦ୍ମପୁରରେ ଥିବା ସତୀଭଟା ଏୟାରଷ୍ଟ୍ରିପ୍କୁ ନେଇ ସାଂସଦ ତୃତୀୟ ଥର ପାଇଁ କେନ୍ଦ୍ର ନିକଟରେ ଦାବି ରଖିଛନ୍ତି । ଏହାସହ
Read More...

ପଦ୍ମପୁର ଲାୟନ୍ସ ଭବନରେ ଲାୟନ୍ସ କ୍ଲବର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସହର ସ୍ଥିତ ଲାୟନ୍ସ ଭବନରେ ପ୍ରୀତମ ମେହେରଙ୍କ ସଭାପତିତ୍ୱରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହକୁ ଦ୍ୱାଦଶ ପ୍ରଧାନ ସଂଯୋଜନା କରିଥିବା ବେଳେ ବିନୋଦ ବିହାରି ମିଶ୍ର ବିବରଣୀ ପଠନ କରିଥିଲେ । ମୁଖ୍ୟ ଅତିଥି ଭାବରେ ପ୍ରଦୀପ
Read More...