Browsing Tag

padampur news

ଗୁରୁ ପୂର୍ଣ୍ଣିମାରେ ଗୁରୁବୈ ନମଃ ଗୁରୁ ପୂଜନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପବିତ୍ର ଗୁରୁ ପୂର୍ଣ୍ଣିମା ତିଥିରେ ଗୁରୁ ପୂଜନ ପରମ୍ପରା ଆଦିମ କାଳରୁ ଚାଲିଆସୁଛି । ପ୍ରତ୍ୟେକ ଗ୍ରାମରେ ଶିଷ୍ୟମାନେ ଗୁରୁ ପୂଜନ କରି ଆଶୀର୍ବାଦ ନେଇଥାନ୍ତି । ଅତ୍ୟାଧୁନିକ ଯୁଗରେ ଗୁରୁମାନେ ଉପଯୁକ୍ତ ସମ୍ମାନ ପାଇ ନିଜକୁ ଧନ୍ୟ ମଣିଥାନ୍ତି । ଗୁରୁ
Read More...

ନିଲଜିପତ୍ରାରେ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଜଗଦଲପୁର ମଣ୍ଡଳ ଭାରତୀୟ ଜନତା ପାର୍ଟି ତରଫରୁ ନିଲଜିପତ୍ରା ଅଘରିଆ ଧର୍ମଶାଳାଠାରେ ଗୁରୁ ପୂର୍ଣ୍ଣିମା ଉତ୍ସବ ନିରାଡମ୍ବରରେ ପାଳନ ହୋଇଯାଇଛି । ମଣ୍ଡଳର ପୂର୍ବତନ ସଭାପତି ହରେକୃଷ୍ଣ ପଟେଲଙ୍କ ଅଧ୍ୟକ୍ଷତାରେ, ଯଶୋବନ୍ତ
Read More...

ମହୁଲପାଲିଠାରେ ଆଷାଢ଼ ପୂର୍ଣିମାରେ ଅଙ୍ଗ ଆଳତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ଜୀବନ ଧାରା ବୋଲାଉଥିବା ଅଙ୍ଗ ନଦୀରେ ଆଜି ଗୁରୁବାର ଆଷାଢ଼ ପୂର୍ଣିମା ଅବସରରେ ସନ୍ଧ୍ୟା ୭ ଘଣ୍ଟା ସମୟରେ ଐତିହାସିକ ୧୧ମ ଅଙ୍ଗ ଆଳତୀ କରାଯାଇଛି । ଭାରରତୀୟ ସଂସ୍କୃତି ପରମ୍ପରାରେ କେଉଁ ଅନାଦିକାଳରୁ ପ୍ରକୃତି, ନଦନଦୀ, ବୃକ୍ଷଳତାକୁ
Read More...

ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି । ପ୍ରାତଃ ପର୍ଯ୍ୟାୟରେ ପର୍ଯ୍ୟାୟ ପ୍ରମୁଖ ସୁଜାତା ତ୍ରିପାଠୀ ଗୁରୁ ପୂର୍ଣ୍ଣିମାର ଉଦ୍ଦେଶ୍ୟ କଥନ କରିଥିଲେ । ଦୁର୍ବାଦଳ ସାହୁ ଗୁରୁଜୀ ଗୁରୁ ପୂର୍ଣ୍ଣିମା ବିଷୟରେ
Read More...

ଲାୟନ୍ସ ଗୁରୁକୁଳରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଟିମ୍ ସହୟୋଗ ଓ ଜେନିଥ ଲାୟନ୍ସ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ସ୍କୁଲ ଚେୟାରମ୍ୟାନ ପ୍ରତାପ ମିଶ୍ର ଓ ସମ୍ମାନିତ ଅତିଥି ଭାବେ ପରିଚାଳନା କମିଟି ସଦସ୍ୟ ପବନ ଅଗ୍ରୱାଲ,
Read More...

ପଦ୍ମପୁର ସବଡ଼ିଭିଜନ ସାମ୍ବାଦିକ ସଂଘ ସହ ବିଧାୟିକାଙ୍କ ଆଲୋଚନା

ନୃସିଂହନାଥ ସାମ୍ବାଦିକ ଭବନ ପାଇଁ ୫ଲକ୍ଷ ଅନୁଦାନ ଘୋଷଣା ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ସବଡ଼ିଭିଜନ ସାମ୍ବାଦିକ ସଂଘର ଏକ ବୈଠକ ନୃସିଂହନାଥ ପାନ୍ଥନିବାସରେ ସଂଘର ସଭାପତି ବଡ ଶତପଥିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟ ଅତିଥି
Read More...

ଡୁମ୍ଵେରବାହାଲ ସ୍କୁଲରେ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଡୁମ୍ଵେରବାହାଲ ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଧାନଶିକ୍ଷକ ହୃଷୀକେଶ ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପଦ୍ମପୁର ବିଧାୟିକା ବର୍ଷା
Read More...

ଓଡିଶା ଡ୍ରାଇଭର ମହାସଂଘ ପଦ୍ମପୁର ସଙ୍ଘ ପକ୍ଷରୁ ବନ୍ଦ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁରଠାରେ ଓଡିଶା ଡ୍ରାଇଭର ମହାସଂଘ ପଦ୍ମପୁର ସଙ୍ଘ ଶାନ୍ତି ଶୃଙ୍ଖଳା ସହିତ ବନ୍ଦ ପାଳନ ହୋଇଥିଲା । ପଦ୍ମପୁର ଡ୍ରାଇଭର ସଂଘ ବ୍ଲକ ସଭାପତି ଅମିତ ଖରସେଲଙ୍କ ନେତୃତ୍ୱରେ ବନ୍ଦ ପାଳନ ହୋଇଥିଲା ଏଥିରେ ଦହିତା ଡ୍ରାଇଭର ସଙ୍ଘ ସଭାପତି କିଶୋର
Read More...

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ବନ ମହୋତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବନ ମହୋତ୍ସବ ପାଳିତ ହୋଇସାରିଛି । ଉକ୍ତ କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରାଳମ୍ବ ପଟେଲ ଓ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ
Read More...

ନୃସିଂହନାଥରେ ମାର୍ବଲ ପଥରରେ ଖସି ବୃଦ୍ଧା ଆହତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଲଗାଣ ବର୍ଷାକୁ ଝିଝି ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ । ପାଇକମାଲ ବ୍ଲକ ନୃସିଂହନାଥ ପୀଠରେ ସୋମବାର ମାର୍ବଲ ପଥରରେ ଖସି ପଡି ବୃଦ୍ଧା ଗୁରୁତର । ସୂଚନା ଯୋଗ୍ୟ, ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା କିଛି ଶ୍ରଦ୍ଧାଳୁ ବାଳ ପକାଇବା ପାଇଁ ନୃସିଂହନାଥ ପୀଠକୁ
Read More...