ପାଇକମାଲ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧଳେନ୍ଦ୍ର ବାରିକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଦନ ସୁନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ପାଇକମାଳ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟଠାରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧଳେନ୍ଦ୍ର କୁମାର ବାରିକଙ୍କ ଅବସର କାଳୀନ ବିଦାୟ!-->…
Read More...
Read More...