ବୈଶାଖ ମେଳାରେ ଷଷ୍ଠ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦ୍ଯାପିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ପୀଠରେ ପ୍ରଭୁ ଶ୍ରୀ ଶ୍ରୀ ମାର୍ଜାର କେଶରୀ ଜନ୍ମୋତ୍ସବ ପାଳନ ଅବସରରେ ଷଷ୍ଠ ସନ୍ଧ୍ୟାରେ ବୈଶାଖ ମେଳା କମିଟି ତରଫରୁ ଆୟୋଜିତ ସାଂସ୍କୃତିକ ମଞ୍ଚ ଢୋଲ ନିଶାନ ଆଦି ବାଦ୍ୟର ତାଳେ ତାଳେ ଦୁଲକି ଥିଲା । ଯାତ୍ରାକୁ!-->…
Read More...
Read More...