ନୃସିଂହନାଥ ରଥ ଅଟକିଲା ବାଲକୋ ନିକଟରେ : ଦେଢ କିମି ପହଣ୍ତି ହୋଇ ଗଲେ ମାଉସି ମା’ ମନ୍ଦିରକୁ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିରରେ ଶୁକ୍ରବାର ପବିତ୍ର ରଥଯାତ୍ରା ଅବସରରେ ଭକ୍ତମାନଙ୍କର ପ୍ରବଳ ଭିଡ ହୋଇଥିଲା । ତିନି ଠାକୁର ମାନଙ୍କୁ ବ୍ରାହ୍ମଣ ସମାଜର କର୍ମକର୍ତାମାନେ ନୂତନ ବସ୍ତ୍ର ପିନ୍ଧାଇ ବେଶ ଭୁଷା କରି ଫୁଲ ଚନ୍ଦନ ତୁଳସୀ ମାଳା ସହ!-->…
Read More...
Read More...