ସଂକ୍ରୀ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ଉଦଯାପିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରୀ ଗ୍ରାମରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠାର ତୃତୀୟ ବର୍ଷ ଅବସରରେ ଷୋହଳ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଶଙ୍କରୀ ମହାଦେବ ପଡା, ଶଙ୍କରୀ ହନୁମାନ ପଡା,!-->…
Read More...
Read More...