Browsing Tag

padampur news

ନୃସିଂହନାଥ ମନ୍ଦିର ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ସହ ବୃକ୍ଷ ରୋପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମନ୍ଦିରର ଉନ୍ନତିକରଣ କାର୍ଯ୍ୟ ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ ବୁଧବାର ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସମ୍ମାନିତ ଅତିଥି ଭାବେ ବରଗଡ ସାଂସଦ ପ୍ରଦୀପ
Read More...

ଭିଭିନ୍ନ ଯୋଜନାରେ ସହାୟତା ରାଶି ଏବଂ କାର୍ଯ୍ୟାଦେଶ ପ୍ରଦାନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରର ଉନ୍ନତିକରଣ ନିମନ୍ତେ ୧ କୋଟି ଟଙ୍କା ଅଟକଳ ମୂଲ୍ୟ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ମନ୍ଦିର ପରିସରରେ ବୃକ୍ଷ ରୋପଣ କଲେ ମାନ୍ୟବର ମନ୍ତ୍ରୀ ଏବଂ ସାଂସଦ ପଦ୍ମପୁର, (ନିରୋଜ କୁମାର ପାଣୀ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ଵରେ ରାଜ୍ୟ
Read More...

ପ୍ରକଳ୍ପ ସ୍ତରୀୟ ଅଦ୍ଵିକା କିଶୋରୀ ସୁଭଦ୍ରା ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରଜପର୍ବ ସହ ସମନ୍ୱୟରେ ଯୁବ ପିଢ଼ି, ପରିଚୟ ଓ ସଶକ୍ତିକରଣ ଉତ୍ସବ ଅବସରରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଗୋଳି ରାଉତଙ୍କ ନେତୃତ୍ୱରେ ବ୍ଲକ ମିଶନ ଶକ୍ତି ଭବନ ସମ୍ମୁଖରେ ପ୍ରକଳ୍ପ ସ୍ତରୀୟ ଅଦ୍ଵିକା କିଶୋରୀ ସୁଭଦ୍ରା ଦିବସ ପାଳିତ ହୋଇଯାଇଛି । ଏହି
Read More...

ପଞ୍ଚାୟତ ସ୍ତରୀୟ ସମ୍ବିଧାନ ସଚେତନତା ସଭା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ ଚାରପାଳି ପଞ୍ଚାୟତଠାରେ ପଞ୍ଚାୟତ ସ୍ତରୀୟ ସମ୍ବିଧାନ ସଚେତନତା ସଂଗଠନ ତରଫରୁ ଏକ ସମ୍ବିଧାନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥିଭାବେ କ୍ଷେତ୍ରୀ ଲୁହାର, ମୁଖ୍ୟବକ୍ତା ଦିନବନ୍ଧୁ କୁମ୍ଭାର ସମ୍ମାନିତ
Read More...

ବଜ୍ରପାତରେ ଜଣେ ମୃତ : ୨ ଆହତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ପଞ୍ଚାୟତ ବାରପଲିଆରେ ବ୍ରଜପାତରେ ଜଣେ ମୃତ ଓ ୨ଜଣ ଆହତ । ସୂଚନାଯୋଗ୍ୟ, ରବିବାର ଅପରାହ୍ନ ୩ଟାରେ ବର୍ଷା ହେଉଥିବା ସମୟରେ ଗୋଟିଏ ବରଗଛ ମୂଳରେ ବଳଦେବ ମାଝୀ (୪୩), ଧନସିଂ ଛତ୍ରିଆ (୩୦)ଓ ବୈକୁଣ୍ଠ ଛତ୍ରିଆ
Read More...

ଜେନିଥ ଲିଓରେ ବିଶ୍ଵ ସ୍ତରୀୟ ଶିକ୍ଷକ ପ୍ରଶିକ୍ଷଣ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଜେନିଥ ଲାୟନ୍ସ ଗୁରୁକୁଳର କନିଷ୍ଠ ବିଭାଗ ଲିଓ କ୍ୟାମ୍ପସରେ ତିନିଦିନିଆ ଶିକ୍ଷକ ପ୍ରଶିକ୍ଷଣ ଶିବିର ଜୁନ ତା ୧୨ରୁ ୧୪ ରିଖ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନରେ ଛତିଶଗଡ଼ ବସନା ପ୍ରତିଭା ବିଦ୍ୟାଳୟର
Read More...

ପାଇକମାଳ ବ୍ଲକ କୁଆପାଲି ଗ୍ରାମରେ ବ୍ୟାପିଲା ଝାଡା ବାନ୍ତି : ୧୭ ଜଣଙ୍କୁ ପଦ୍ମପୁର ସ୍ଥାନାନ୍ତରିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କୁଆପାଲି ଗ୍ରାମରେ ପ୍ରାୟ ୭୦ ଜଣ ଝାଡା ବାନ୍ତି ରୋଗରେ ପଡିଛନ୍ତି । ଝାଡା ବାନ୍ତି ଅଣାୟତ୍ତ ହେବାରୁ ୧୭ ଜଣଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଛି । ପ୍ରକାଶ ଥାଉକି ଶୁକ୍ରବାର ଅପରାହ୍ନରେ
Read More...

ଜଗଦଲପୁରରେ ବିକାଶ ବାହନର ଶୁଭାରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : କେନ୍ଦ୍ର ସରକାରର ୧୧ ବର୍ଷ ଓ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିକାଶ ବାହନ ଆଜି ଶୁକ୍ରବାର ଦିନ ପ୍ରଥମେ ଜଗଦଲପୁର ମଣ୍ଡଳର ଭୈଁସାଦର୍ହା ପଞ୍ଚାୟତରେ ପହଞ୍ଚି ଥିଲା । ପଞ୍ଚାୟତର ବୁଦ୍ଧିଜୀବି ସର୍ବ ସାଧାରଣ ପଞ୍ଚାୟତ କାର୍ଯ୍ୟାଳୟରେ ଉପସ୍ଥିତ
Read More...

ନୃସିଂହନାଥ ପୀଠରେ ରଥଯାତ୍ରା ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ପୀଠରେ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମନ୍ଦିର ଟ୍ରଷ୍ଟି ଦେବାଶିଷ ସିହ୍ନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ରଥଯାତ୍ରାକୁ ସରସ, ସୁନ୍ଦର ଓ ଶୃଙ୍ଖଳିତ କରିବା ପାଇଁ ଆଲୋଚନା ହୋଇଥିଲା
Read More...

ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ “ବିକାଶ ବାହନ”ର ଶୁଭାରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ଡବଲ ଇଞ୍ଜିନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସମଗ୍ର ଓଡ଼ିଶାରେ ଆରମ୍ଭ କରାଯାଇଛି "ବିକାଶ ବାହନ" । ପାଇକମାଲ ବ୍ଲକରେ ଆଜି ଶୁଭାରମ୍ଭ ହୋଇଛି । ପାଇକମାଲ ବିଡ଼ିଓ ପ୍ରଫୁଲ୍ଲ କୁମାର ଅଦୁଙ୍କ ତତ୍ତ୍ଵାବଧାନରେ
Read More...