ସାରା ଓଡ଼ିଶାରେ ନାମ ରଖିଲେ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ୩ ଜଣ ଭାଇ ଭଉଣୀ ଶିକ୍ଷା ବିକାଶ ସମିତି, ଓଡ଼ିଶାଙ୍କ ଦ୍ଵାରା ଆୟୋଜିତ ପ୍ରାଦେଶିକ ମେଧା ପରୀକ୍ଷା ଓ ଭାରତୀକୃଷ୍ଣ ଗଣିତ ପ୍ରତିଭା ପରୀକ୍ଷାରେ ସଫଳତା ହାସଲ କରି ବିଦ୍ୟାଳୟର ଗୌରବ ବୃଦ୍ଧି କରିଛନ୍ତି । ନବମ!-->…
Read More...
Read More...