ପାଇକମାଲ ବ୍ଲକ ଲକ୍ଷେ ଘର ଗଣ୍ଡା ସମାଜର ବାର୍ଷିକ ଚୈତ୍ର ମେଳା ମହୋତ୍ସବ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ନୃସିଂହନାଥ ଠାରେ ପାଇକମାଲ ବ୍ଲକ ଲକ୍ଷେ ଘର ଗଣ୍ଡା ସମାଜ ତରଫରୁ ବାର୍ଷିକ ଚୈତ୍ର ମେଳା ମହୋତ୍ସବ ସ୍ଥାୟୀ ସଭାପତି ଯୁଧିଷ୍ଠିର ଚାନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ପାଇକମାଲ ବ୍ଲକସ୍ତରୀୟ!-->…
Read More...
Read More...