ଲାୟନ୍ସ କ୍ଲବ୍ ପଦମପୁରର ଶୀତଳ ଷଷ୍ଠୀ ଶୋଭାଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଲାୟନ୍ସ ଭବନ ପରିସରରେ ଲାୟନ୍ସ ପ୍ରୀତମ ମେହରଙ୍କ ସଭାପତିତ୍ୱରେ ଚଳିତ ବର୍ଷର ଶୀତଳ ଷଷ୍ଠୀ ଶୋଭାଯାତ୍ରାକୁ ଦୃଷ୍ଟିରେ ରଖି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଯେହେତୁ ପ୍ରବଳ ଗରମରେ ଶୋଭାଯାତ୍ରାଟି!-->…
Read More...
Read More...