Browsing Tag

padampur news

ପାଇକମାଳ ନୂତନ ବିଇଓ ଭାବେ ଅଦନ ସୁନାଙ୍କ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକରେ ନୂତନ ବିଇଓ ଭାବେ ଅଦନ ସୁନା ଯୋଗଦାନ କରିଛନ୍ତି । ତାଙ୍କୁ ପାଇକମାଲ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଭାରପ୍ରାପ୍ତ ବିଇଓ ଶୁଭମ ପତି ଏବିଇଓ ରାଧେଶ୍ୟାମ ମେହେର, ଦୟାନିଧି କୈବର୍ତ୍ତ, ସିଆରସିସି
Read More...

ସୁପ୍ରିମକୋର୍ଟରେ ମୁଖ୍ୟ ବିଚାରପତିଙ୍କ ଦ୍ୱାରା ଓଡ଼ିଆ ଝିଅ ପୁରସ୍କୃତ

ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ ପଦ୍ମପୁର, (ନିରୋଜ କୁମାର ପାଣୀ) : ନୂଆଦିଲ୍ଲୀ ସ୍ଥିତ ସୁପ୍ରିମକୋର୍ଟରେ ଜାତୀୟ ଆଇନଗତ ସେବା ପ୍ରାଧିକରଣ ଆନୁକୁଲ୍ୟରେ କ୍ରାନ୍ତିଜ୍ୟୋତି ସାବିତ୍ରୀବାଇ ଫୁଲେଙ୍କ ଜନ୍ମବାର୍ଷିକୀ ପାଳନ ଅବସରରେ ଜାତୀୟ ରିଲ ଏବଂ କ୍ଷୁଦ୍ର ଚଳଚ୍ଚିତ୍ର
Read More...

ମାଟ୍ରିକ ପରୀକ୍ଷାରେ ମାଣ୍ଡୋସିଲ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ନିହାରିକା ପ୍ରଧାନ ଓ ନିଶି ଭୋଇଙ୍କ କୃତିତ୍ୱ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଚଳିତ ଦଶମ ଶ୍ରେଣୀ ପରୀକ୍ଷାରେ ମାଣ୍ଡୋସିଲ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ନିହାରିକା ପ୍ରଧାନ ମୋଟ ୫୫୩ ନମ୍ବର ସହ ୯୨.୧୬ ପ୍ରତିଶତ ରଖି A1 grade ଆଣି ବିଦ୍ୟାଳୟ ତଥା ବ୍ଲକ ପାଇଁ ଗୌରବ ଆଣିଛନ୍ତି । ସେହିପରି ମାଣ୍ଡୋସିଲ
Read More...

ଜେନିଥ ଲିଓରେ ଗ୍ରୀଷ୍ମକାଳୀନ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁରର ସମସ୍ତ ଶିଶୁଙ୍କ ପାଇଁ ଜେନିଥ୍ ଲିଓ ତରଫରୁ ଏକ ବିଶାଳ ଗ୍ରୀଷ୍ମ କାଳୀନ ଶିବିରର ଆୟୋଜନ କରାଯାଇଛି । ଏହି ଶିବିରରେ ଶ୍ରେଣୀ ୫ ପର୍ଯ୍ୟନ୍ତର ୩୦୦ରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଛନ୍ତି । ଏହି ଶିବିରର ପ୍ରଥମ ଦିନରେ ଶିଶୁମାନେ ଜାମକେର
Read More...

ହାଇସ୍କୁଲ ପରୀକ୍ଷାରେ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରର ଶତ ପ୍ରତିଶତ ଫଳାଫଳ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବିଗତ ଶିକ୍ଷାବର୍ଷରେ ହାଇସ୍କୁଲ ପରୀକ୍ଷାରେ ସଫଳତାର ଶତପ୍ରତିଶତ ଫଳାଫଳ ରଖିଛି । A1ରେ ୫ ଜଣ ଗଜେନ୍ଦ୍ର ମହାରଣା ୫୬୬ ମାର୍କ ୯୪.୩୩ %, ଲୋକପାଳ ପ୍ରଧାନ ୫୫୫ମାର୍କ ୯୨.୫୦%,ଗୋଲଡି ବେହେରା ୫୪୯ମାର୍କ ୯୧.୫୦%,
Read More...

ଗାଇସିଲେଟ ପଞ୍ଚାୟତ ସମିତି ମହାବିଦ୍ୟାଳୟର ନୂତନ ଶ୍ରେଣୀ କୋଠରୀ ଭିତ୍ତିପ୍ରସ୍ତ ସ୍ଥାପନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡ଼ିଶା ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଦ୍ଵାରା ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ପଞ୍ଚାୟତ ସମିତି ମହାବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ କୋଠରୀ ନିର୍ମାଣ ପାଇଁ ପ୍ରଦତ୍ତ ପାଣ୍ଠିରେ ଦୁଇଟି କୋଠା ନିର୍ମାଣ ପାଇଁ ପଞ୍ଚାୟତ ସମିତି କାର୍ୟ୍ୟାଳୟ
Read More...

ପୂର୍ଣ୍ଣାରେ କବି ସେଠ ଜୟନ୍ତୀରେ ମତପ୍ରକାଶ : ନାରୀ ସ୍ଵାଧୀନତାର ବାର୍ତ୍ତାବହ ଥିଲେ ଖଗେଶ୍ୱର

ପଦ୍ମପୁର, (ନିରୋଜ କୁମାର ପାଣୀ) : ନାରୀ ପୁରୁଷ ମୁଦ୍ରାର ଦୁଇ ପାର୍ଶ୍ୱ ପରି । ପୁରୁଷ ପରି ନାରୀର ସ୍ଵାଧୀନତା ଏକାନ୍ତ ଜରୁରୀ । ତେଣୁ ଦୂରଦ୍ରଷ୍ଟା କବି ଶେଠ ବିଂଶ ଶତାବ୍ଦୀର ଅର୍ଦ୍ଧ ଶତାବ୍ଦୀରୁ ଏହା ଉପରେ ସେ ସ୍ଵର ଉଠାଇଥିଲେ । ସୁତରାଂ ନାରୀ ସ୍ଵାଧୀନତାର ବାର୍ତ୍ତାବହ ଥିଲେ
Read More...

ପଦ୍ମପୁରରେ ଧୂମଧାମରେ ଥାଳ ଉଠା

ଶୁଭ ଅକ୍ଷୟ ତୃତୀୟା ଦିନ ଆରମ୍ଭ ହେଲା ରାମେଶ୍ୱର ମନ୍ଦିରରେ ଶୀତଳଷଷ୍ଠୀ ଉତ୍ସବର ପ୍ରସ୍ତୁତି ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଶିତଳଷଷ୍ଠୀ ଉତ୍ସବର ଅଭିନ୍ନ ଅଂଶ ଥାଳ ଉଠା ବୃହତ୍ ଧୂମଧାମ ସହିତ ଅନୁଷ୍ଠିତ ହେଲା । ଅକ୍ଷୟ ତୃତୀୟାର ଶୁଭମୁହୂର୍ତ୍ତରେ ଲୋକ ଧାର୍ମିକ ଉତ୍ସାହରେ
Read More...

ସର୍ବୋପରି ରାଷ୍ଟ୍ର ଗଠନ ଆମର ମୁଖ୍ୟ ଲକ୍ଷ୍ୟ : ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଆଜି ପ୍ରାଦେଶିକ ଆଚାର୍ଯ୍ୟ ପ୍ରଶିକ୍ଷଣ ୨୦୨୫ ପ୍ରାରମ୍ଭରେ ଜ୍ଞାନ ଯଜ୍ଞ ପରେ ମାନ୍ୟବର ବରଗଡ଼ ସାଂସଦ ପ୍ରଦୀପ କୁମାର ପୁରୋହିତଙ୍କ କର କମଳରେ ଉଦ୍‌ଘାଟନ କରି ସର୍ବୋପରି ରାଷ୍ଟ୍ର ଗଠନ କରିବା ପାଇଁ ସମର୍ପିତ
Read More...

ଲଖମରାରେ ବଜ୍ରପାତ ପରିବାରର ୨ ମୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଲଖମରାରେ ବଜ୍ରାଘାତରେ ଗୋଟିଏ ପରିବାରର ୨ଜଣ ମୃତ । ମୃତ ଦୁଇଜଣ ହେଲେ ଲଖମରା ଗ୍ରାମର ଆଶିଷ ମେହେର ଓ ତାଙ୍କର ବଡ଼ମା ମମତା ମେହେର । ଆଜି ସକାଳୁ ସାମାନ୍ୟ ବର୍ଷା ପାଗ ଲାଗି ରହିଥିବା ବେଳେ ଉଭୟ ମାଁ ପୁଅ ନିଜର ଚାଷ ଜମିକୁ ଯାଇଥିଲେ
Read More...