Browsing Tag

padampur news

୭୭ତମ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଆର୍‌.ବି. ହାଇସ୍କୁଲ ପଡ଼ିଆରେ ଉପଖଣ୍ଡ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସବ ଭବ୍ୟ ଭାବେ ପାଳିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ପଦ୍ମପୁର ଉପଜିଲ୍ଲାପାଳ ସ୍ନେହା ଅରୁଗୁଲା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ
Read More...

ନୃସିଂହନାଥ ଲାୟନ୍ସ କ୍ଲବର ସାଧାରଣତନ୍ତ୍ର ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ୭୭ତମ ସାଧାରଣତନ୍ତ୍ର ଦିବସ ଲାୟନ୍ସ କ୍ଲବ ପାଇକମାଲ ନୃସିଂହନାଥ ଦ୍ୱାରା ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରଥମେ ଲାୟନ୍ସ ଗୋବର୍ଦ୍ଧନ ଅଗ୍ରୱାଲଙ୍କ ନୃସିଂହ ଅଟୋ କେୟାର ଠାରେ କ୍ଲବ ସଭାପତି ଲାୟନ ଡ଼. ଲମ୍ବୋଦର ପଣ୍ଡାଙ୍କ ଦ୍ଵାରା ପତାକା ଉତ୍ତୋଳନ
Read More...

୨ୟ ରାଜ୍ୟସ୍ତରୀୟ ସନ୍ତୋଷ କୁମାର ବୈକାର ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ ଠାରେ ପଦ୍ମପୁର ବ୍ୟାଡମିଣ୍ଟନ ଉନ୍ନୟନ କମିଟି ତରଫରୁ ୨ୟ ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ସ୍ୱର୍ଗତ ସନ୍ତୋଷ କୁମାର ବୈକାରଙ୍କ ସ୍ମୃତିରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ
Read More...

ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଶିଶୁ ମନ୍ଦିର ପରିସରରେ ସମ୍ପାଦକ ଜନକଲାଲ ମେହେର ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡରେ ଅଭିଭାଦନ ଗ୍ରହଣ କରି ମାର୍ଗ ଦର୍ଶନ
Read More...

ମାଣ୍ଡୋସିଲ ପିଏମଶ୍ରୀ ହାଇସ୍କୁଲରେ ଜାତୀୟ ଶିଶୁ କନ୍ୟା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ପୋର୍ଟା ମିନତୀ ଟେଟେଙ୍କ ସଭାପତିତ୍ୱରେ ଜାତୀୟ ଶିଶୁ କନ୍ୟା ଦିବସ ପାଳିତ ହୋଇଯାଇଛି । ଏଥିରେ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ
Read More...

ଛିନ୍ଦେଇକେଲା ହାଇସ୍କୁଲରେ ବାର୍ଷିକ କ୍ରୀଡା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ହାଇସ୍କୁଲରେ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କାହ୍ନୁଚରଣ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ପରିଚାଳନା କମିଟି ସଭାପତି ସୁରେଶ କୁମାର ସାହୁ ଓ
Read More...

ଶିକ୍ଷକଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଭିତ୍ତିହୀନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ୍ ଛେତଗାଁ ହାଇସ୍କୁଲର ଖେଳ ଶିକ୍ଷକ ନାରାୟଣ ସାହୁଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଭିତ୍ତିହୀନ ବୋଲି ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟସଭ୍ୟା, ବିଦ୍ୟାଳୟର ଛାତ୍ରଛାତ୍ରୀ, ବିଦ୍ୟାଳୟର ଶିକ୍ଷକ କର୍ମଚାରୀ, ଅଭିଭାବକ ଓ
Read More...

ଯମୁନାଙ୍କ ପରିବାରକୁ ଆବାସ ଗୃହ ମିଳିବ କେବେ ?

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଛିନ୍ଦେଇକେଲା ପଞ୍ଚାୟତ ମଖନାମୁଣ୍ଡା ଗାଁର ହରିଜନ ପଡ଼ାରେ ରହନ୍ତି ଯମୁନା ଦୁରିଆଙ୍କ ପରିବାର । ପରିବାର କହିଲେ ସ୍ୱାମୀ, ସ୍ତ୍ରୀ, ଶାଶୁ ଓ ନିଜ ଦୁଇଝିଅ । ହେଲେ ରହିବା ପାଇଁ ଭଲ ଘରଟିଏ ନାହିଁ । ତାଙ୍କ ଘରେ ଏମିତି
Read More...

ପଦ୍ମପୁର ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବାଳିକା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ସମସ୍ତ ଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ନାରୀ ଶିକ୍ଷା ପାଇଁ ନଗର ପରିକ୍ରମା କରିଥିଲେ ଏବଂ ଛାତ୍ରୀମାନେ ପଥପ୍ରାନ୍ତ ନାଟକ ପରିବେଷଣ
Read More...

ମାଣ୍ଡୋସିଲ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ସରସ୍ଵତୀ ପୂଜା ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ଶୁକ୍ରବାର ସରସ୍ଵତୀ ପୂଜା ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନିରୁଦ୍ଧ ପଣ୍ଡା ପୂଜା କାର୍ଯ୍ୟ ସମ୍ପାଦନା କରିଥିଲେ ଓ ଶିଶୁମାନଙ୍କୁ
Read More...