ପାଇକମାଲ କଳା ସଂସ୍କୃତି ସଂଘର ନୂଆଁଖାଇ ଭେଟଘାଟ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ୍ ମାଗୁଲମାଲ ସ୍ଥିତ ମା’ ନିଶାନ ମନ୍ଦିର ପରିସରରେ ପାଇକମାଲ ବ୍ଲକ୍ କଳା ସଂସ୍କୃତି ସଂଘ ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂଘ ସଭାପତି ଡୋଲାମଣି ପଟେଲ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ!-->…
Read More...
Read More...