Browsing Tag

padampur news

ଆଦର୍ଶ ଶିକ୍ଷକ ବିଶ୍ଵାମିତ୍ର ବାଗଙ୍କୁ ଭାବପୂର୍ଣ ବିଦାୟ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ଵାମିତ୍ର ବାଗ ଫେବୃଆରୀ ୨୮ ତାରିଖରେ ତଙ୍କ ଚାକିରୀ ଜୀବନରୁ ଅବସର ଗ୍ରହଣ କରିଥିଲେ । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଜଗନ୍ନାଥ
Read More...

ସ୍ପାର୍ଟନ ସ୍ପୋଟିଂ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ କଟାବାହାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ କଟାବାହାଲ ଗ୍ରାମରେ ସ୍ପାର୍ଟନ ସ୍ପୋଟିଂ କ୍ରିକେଟ କ୍ଲବ ଆନୁକୁଲ୍ୟରେ ଆୟୋଜିତ ପଞ୍ଚଦିବସୀୟ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ ଖେଳପଡିଆଠାରେ ୨୪
Read More...

ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ଲଖମରା ଯୁବ ଆଇନ ଛାତ୍ର ଗୋଷ୍ଠୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଵରଗଡ ଜିଲ୍ଲାର ପଦ୍ମପୁର ବ୍ଲକର ଅନ୍ତର୍ଗତ ଲଖମରା ନୂତନ ବ୍ରିଜ ଠାରୁ ୩ କିମି ରାସ୍ତା ହେବ ଦେଵଦରା ଶୈବପୀଠ ଅଛି । ହେଲେ ଭଲ ରାସ୍ତାଟିଏ ନାହିଁ । ସେଇଥି ପାଇଁ ଯୁଵ ଆଇନ ଛାତ୍ର ଗୋଷ୍ଠୀ ଅତିରିକ୍ତ ଜିଲ୍ଲାପାଳ ଦୃଷ୍ଟି ଆକର୍ଷଣ କରିବାକୁ ଯାଇ ନିବେଦନ
Read More...

ଲୁହାଖାନ ଜଗନ୍ନାଥ ମନ୍ଦିର ରତ୍ନମୁଦ ଓ ନାମଯଜ୍ଞ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ବୁଡ଼ାମାଲ ଗ୍ରାମପଞ୍ଚାୟତ ଲୁହାଖାନ ଗ୍ରାମରେ ଅବସ୍ଥିତ ଏକ ଭବ୍ୟ ଜଗନ୍ନାଥ ମନ୍ଦିରର ରତ୍ନମୁଦ ସ୍ଥାପନ ଉତ୍ସବ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ମନ୍ଦିରର ମୁଖ୍ୟ ପୃଷ୍ଠପୋଷକ ପୀତବାସ ମେହେର ପ୍ରତ୍ୟକ୍ଷ
Read More...

ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କଦଳୀମୁଣ୍ଡା ପରିସର ମଧ୍ୟରେ ପ୍ରଧାନଶିକ୍ଷକ ଟିକୁନୁ ସାହୁଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ରାଜବୋଡ଼ାସମ୍ବର ବ୍ଲକ ଚେୟାରମେନ୍ ତଥା ଗାଁର
Read More...

ମାଣ୍ଡୋସିଲ କ୍ରିକେଟ କପ୍ : ମାଲପଡାକୁ ହରାଇ ସେମିରେ ମାଣ୍ଡୋସିଲ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ବଡ଼ ଖେଳ ପଡ଼ିଆରେ ଚାଲିଥିବା ମାଣ୍ଡୋସିଲ କ୍ରିକେଟ କପ୍‌ରେ ଶୁକ୍ରବାର ୫ଟି ମ୍ୟାଚ୍‌ ଖେଳାଯାଇଛି । ପ୍ରଥମ ମ୍ୟାଚ୍‌ରେ ଜାମସେଠକୁ ହରାଇ ମାଲପଡା ବିଜୟୀ ହୋଇଥିଲା । ଦ୍ୱିତୀୟ ମ୍ୟାଚ୍‌ରେ ନୂଆପାକୁ ହରାଇ
Read More...

ବାଦିବାହାଲ ପ୍ରାଥମିକ ବିଦ୍ୟାଳୟରେ ଆମ ସଂସ୍କୃତି ଆମ ଖେଳନା ଓ ବାର୍ଷିକୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଚେରେଙ୍ଗାଝାଞ୍ଜ କ୍ଲଷ୍ଟର ଅନ୍ତର୍ଗତ ବାଦିବାହାଲ ପ୍ରାଥମିକ ବିଦ୍ୟାଳୟରେ ଆମ ସଂସ୍କୃତି ଆମ ଖେଳଣା ଓ ବାର୍ଷିକୋତ୍ସବ ସ୍କୁଲ ପ୍ରଧାନ ଶିକ୍ଷକ ମାଧବ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ
Read More...

ଗାଇସିଲାଟ ପଞ୍ଚାୟତ ସମିତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲାଟ ପଞ୍ଚାୟତ ସମିତିର ସାଧାରଣ ୯ତମ ଅଧିବେଶନ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଣୟ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ସମିତି ଅଧୀନସ୍ଥ ୧୯ଟି ପଞ୍ଚାୟତର
Read More...

ବ୍ଲକ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ଟିଓୟୁପି) ରେ ବ୍ଲକ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁଙ୍କ ସଭାପତିତ୍ୱରେ ପାଳିତ ହୋଇଯାଇଛି । ଉକ୍ତ ସଭାରେ ଭାରପ୍ରାପ୍ତ ବିଇଓ ରାଧେଶ୍ୟାମ ମେହେର
Read More...

ତୃତୀୟ ସଂଜୀବନୀ ପାଣିଗାହୀ ମେମୋରିଆଲ ଏବଂ ତ୍ରୋୟଦଶ ଗଜାନନ କ୍ରିକେଟ କପ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମଲା ଗ୍ରାମ ପଂଚାୟତ ଡୁଙ୍ଗୁରିପାଲି ଠାରେ ତୃତୀୟ ସଂଜୀବନୀ ପାଣିଗ୍ରାହୀ ମେମୋରିଆଲ ଏବଂ ତ୍ରୋୟଦଶ ଗଜାନନ କ୍ରିକେଟ କପ୍‌ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ରାଧାମାଧବ ପାଣିଗ୍ରାହୀ ଓ ରାଧାରମଣ ପାଣିଗ୍ରାହୀ ଅତିଥି ଭାବରେ
Read More...