Browsing Tag

padampur news

ଛିଡା ହୋଇଥିବା ଟ୍ରକକୁ ବାଇକ ଚାଳକ ଧକ୍କା ଦେଇ ମୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପାଇକମାଳରୁ ୬କିମି ଦୂର ନୂଆପଡା ଯିବା ରାସ୍ତାରେ କିଙ୍ଗ ହୋଟେଲ ପାଖରେ ଜଣେ ବାଇକ ଚାଲକ ଦ୍ରୁତଗତିରେ ଆସି ରାସ୍ତା ନିକଟରେ ଛିଡା ହୋଇଥିବା G J 27 TT 7089 ଟ୍ରକକୁ ଧକ୍କା ଦେଇ ନିଜେ ମୃତ୍ୟୁ ବରଣ କରିଥିବାର ଜଣାପଡିଛି । ମୃତକ ହେଲେ…
Read More...

ଆମ ସଂକଳ୍ପ ନିଶା ନୁହେଁ ଜୀବନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପିଏମ ପଦ୍ମପୁର ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଓଡ଼ିଶା ଅବକାରୀ ବିଭାଗ ଆନୁକୂଲ୍ୟରେ ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ତରୀୟ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗୀତା ହୋଇଯାଇଛି । ଏଥିରେ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଭିନ୍ନ ବିଦ୍ୟାଳୟର ୩୫ ଜଣ…
Read More...

ପିଏମ ପଦ୍ମପୁର ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଦଶମ ପରୀକ୍ଷା ସର୍ଟିଫିକେଟ ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗତ ଦଶମ ଶ୍ରେଣୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ୯୧ ଜଣ ଛାତ୍ରୀମାନଙ୍କୁ ଆଜି ସାର୍ଟିଫିକେଟ ଓ ଅନ୍ୟାନ୍ୟ କାଗଜାତ ବଣ୍ଟନ କରାଯାଇଛି । ବିଦ୍ୟାଳୟର…
Read More...

ପ୍ରସ୍ତାବନା ଶୀର୍ଷକ ଆଲୋଚନା ଚକ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟ ବାସିନୀ ସ୍ନାତକ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ସଭାପତିତ୍ୱରେ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ସଂପର୍କରେ ଏକ ଉଚ୍ଚକୋଟୀର ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା ।…
Read More...

ସର୍ପ ଦଂଶନ ଓ ବଜ୍ରପାତ ନିମନ୍ତେ ସତର୍କତା ସଚେତନତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜ ବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍କୁଲରେ ସର୍ପ ଦଂଶନ ଓ ବଜ୍ରପାତ ନିମନ୍ତେ ସତର୍କତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଷାଢ ମାସରେ ମୁଖ୍ୟତଃ ସର୍ପ ଦଂଶନ ଓ ଅଚାନକ ବିଜୁଳି ଘଡଘଡି ଯୋଗୁଁ ଅନେକ ଧନ ଜୀବନ ହାନି…
Read More...

ଡ଼. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ସହିତ ବିଜେପି ବିଧାୟକ ପ୍ରାର୍ଥୀଙ୍କ ଜନ୍ମ ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବିଜେପି କାର୍ଯ୍ୟାଳୟ ଠାରେ ଡ଼.ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପଦ୍ମପୁର ବିଜେପି ଟାଉନ ସଭାପତି ସୁନୀଲ ଅଗ୍ରୱାଲାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ବିଜେପି ବିଧାୟକ ପ୍ରାର୍ଥୀ ଗୋବର୍ଦ୍ଧନ ଭୁଏ ତାଙ୍କ…
Read More...

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଗୋୟଲ ଏବଂ ଆରକ୍ଷୀ…
Read More...

ମାରୱାର୍ଡ ଯୁବାମଞ୍ଚ ପକ୍ଷରୁ ରକ୍ତଦାନ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମାରୱାଡ଼ି ଧର୍ମଶାଳାଠାରେ ଅଖିଳ ଭାରତୀୟ ମାରୱାଡ଼ି ଯୁବା ମଞ୍ଚ ପଦ୍ମପୁର ଶାଖା ପକ୍ଷରୁ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି । ମାରୱାଡି ସମାଜର ସଭାପତି ଅମରଦୀପ ଅଗ୍ରୱାଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହାକୁ ଉଦଘାଟନ କରି ଆୟୋଜକ ଓ…
Read More...

କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିବ ହକ : ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ୧୦ ଲକ୍ଷ କେନ୍ଦୁପତ୍ର ତୋଳାଳୀ ହେବେ ଉପକୃତ, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବରଗଡ଼ ସାଂସଦ ତିନି ବର୍ଷ ପରେ କେନ୍ଦୁପତ୍ର ତୋଳାଳୀଙ୍କୁ ସେମାନଙ୍କ ହକ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଧନ୍ୟବାଦ…
Read More...

ବୈଶାଖ ମେଳାକୁ ୧୦ଲକ୍ଷ ଓ ପର୍ଯ୍ୟଟନ ସ୍ଥଳୀର ଉନ୍ନତି କରଣ ପାଇଁ ୧.୫ କୋଟି ଅନୁଦାନ

ମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ନୃସିଂହନାଥ ମନ୍ଦିର କର୍ତୃପକ୍ଷ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରକୁ ସରକାରୀ ସହାୟତା ପାଇଁ ରାଜ୍ୟ ସରକାରଙ୍କୁ ମନ୍ଦିର କର୍ତ୍ତୃପକ୍ଷ କୃତଜ୍ଞତା ଜ୍ଞାପନ କରିଛନ୍ତି ।…
Read More...