ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଉତ୍କଳ ଦିବସ ଓ ପ୍ରଥମ ଦିନୋତ୍ସବ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଉତ୍କଳ ଦିବସ ଓ ପ୍ରଥମ ଦିନୋତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ ଅତିଥିମାନଙ୍କର ପରିଚୟ ପ୍ରଦାନ କରିବା ସହିତ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଧନଞ୍ଜୟ ତାଣ୍ଡି!-->…
Read More...
Read More...