Browsing Tag

padampur news

ସନ୍ଦେହ ମୋଚନ ନିରନ୍ତର ଶିକ୍ଷା ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ଦୃଷ୍ଟିରେ ରଖି ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚବିଦ୍ୟାଳୟ ଠାରେ ବିଦ୍ୟାଳୟ ପରିଚାଳନା କମିଟି ଏବଂ ଅଭିଭାବକଙ୍କ ଅନୁରୋଧ କ୍ରମେ ସକାଳ ୯ ଘଣ୍ଟାରୁ ଅପରାହ୍ନ ୫ ଘଣ୍ଟା ପର୍ଯ୍ୟନ୍ତ "ସନ୍ଦେହ ମୋଚନ" ଶିକ୍ଷାଦାନ
Read More...

ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟ ବାସିନୀ ସ୍ନାତକ ମହାବିଦ୍ୟାଳୟରେ ଦୁଇ ସପ୍ତାହ ଧରି ଚାଲିଥିବା ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଆତ୍ମ ସୁରକ୍ଷା ତାଲିମ ସଂଯୋଜିକା ପୁଷ୍ପମଞ୍ଜରୀ ପ୍ରଧାନଙ୍କ ସଂଯୋଜନାରେ ଉଦ୍‌ଯାପିତ ସଭାରେ
Read More...

ପୁରେନାରେ ଗୌଣ୍ଡୱାନା ଗୋଣ୍ଡ ମହାସଭାର ବାର୍ଷିକ ସମାବେଶ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ପୁରେନା ଗ୍ରାମ ଠାରେ ଗୌଣ୍ଡୱାନା ଗୋଣ୍ଡ ସମାଜ ପୁରେନା ସର୍କଲର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ସର୍କଲ ସଭାପତି ଶୁକଦେବ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକକୁ ଉପ ସଭାପତି
Read More...

କ୍ଷତିଗ୍ରସ୍ତ ପରିବାରଙ୍କ ପାଖରେ ଜିଲ୍ଲା ପରିଷଦ ସଦସ୍ୟା ଝରଣା ପାଣିଗ୍ରାହୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଗୌରେନମୁଣ୍ଡା ଗ୍ରାମ ପଞ୍ଚାୟତ ମହରାପାଲି ଛକ ଠାରେ ବନିତା ସୁନାଙ୍କ ଘର ସମ୍ପୂର୍ଣ୍ଣ ଭାବେ ନିଆଁରେ ଛାରଖାର ହୋଇଯାଇଛି । ଏହି ଖବର ପାଇବା ପରେ କାଳ ବିଳମ୍ବ ନକରି ଗାଇସିଲେଟ ଜିଲ୍ଲା ପରିଷଦ ଶ୍ରୀମତୀ ଝରଣା
Read More...

ରାଜ୍ୟ କ୍ରେଡିଟ ସେମିନାରରେ ସ୍ଵୟଂ ଶିଦ୍ଧା ଏଫ୍.ପି.ଓ ଏବଂ ପାଟଣେଶ୍ଵରୀ ଜଳ ବିଭାଜିକା ପ୍ରକଳ୍ପ ସମ୍ମାନିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଭୁବନେଶ୍ୱର ସ୍ଥିତ ମେଫେଆର ହୋଟେଲରେ ଆୟୋଜିତ ନାବାର୍ଡର ରାଜ୍ୟ କ୍ରେଡିଟ ସେମିନାର ୨୦୨୫ ଉତ୍ସବରେ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ କେନ୍ଦୁଭଟା ସ୍ଥିତ ଦେବଦତ୍ତ କ୍ଲବ ଦ୍ଵାରା ପରିଚାଳିତ ହୋଇଯାଇଛି । ଏବଂ ନାବାର୍ଡ
Read More...

ସାଙ୍ଗ ହେବ ତ ଏମିତି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜୀବନରେ ଭଳ ବନ୍ଧୁଟି ଥିଲେ ଜୀବନରେ ବନ୍ଧୁର ବନ୍ଧୁତ୍ୱକୁ କେତେ ନିଭାଏ ତାହା ସେହି ବନ୍ଧୁ ବନ୍ଧୁତ୍ୱକୁ ବୁଝିପାରିବ । ଯଦି ବନ୍ଧୁ ବନ୍ଧୁର ବୈମାନି କରେ ତେବେ ବନ୍ଧୁ ବନ୍ଧୁ ମଧ୍ୟରେ ବନ୍ଧୁତ୍ୱା ମଧ୍ୟରେ ଫାଟ ସୃଷ୍ଟି ହୁଏ । ବରଗଡ଼ ଜିଲ୍ଲା ପଦ୍ମପୁର
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅଧ୍ୟକ୍ଷ ପ୍ରାଧ୍ୟାପକ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ପଣ୍ଡା ମହୋଦୟ ଅତିଥି ବୃନ୍ଦଙ୍କୁ ସ୍ୱାଗତ ଜଣାଇ ମହାବିଦ୍ୟାଳୟର ବାର୍ଷିକ ବିବରଣୀ ସଂକ୍ଷିପ୍ତରେ
Read More...

ଶ୍ରୀଅରବିନ୍ଦ ସ୍କୁଲର ବାର୍ଷିକୋତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଦିତି ବିହାର ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ୨୫ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଶୁକ୍ରବାର ସଂଧ୍ୟାରେ ଅନୁଷ୍ଠିତ ଉଦ୍‌ଘାଟନୀ ସଭାରେ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ତଥା ବରିଷ୍ଠ ବୁଦ୍ଧିଜୀବୀ ଜୟନାରାୟଣ
Read More...

୧୪ତମ ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ସତ୍ୟସେବା ଉଚ୍ଚ ବିଦ୍ୟାଳୟ କନସିଂହାଠାରେ ପ୍ରଧାନ ଶିକ୍ଷକ ମାନଙ୍କର ୧୪ତମ ମାସିକ ସମୀକ୍ଷା ବୈଠକ ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସମ୍ମାନିତ ଅତିଥି ଭାବରେ
Read More...

ଧର୍ମପରାୟଣା ମହିଳାଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ତାଳପାଲିର ବିଶିଷ୍ଟ ସମାଜସେବୀ ସ୍ୱର୍ଗତ ଟିକେଲାଲ ଦାଶଙ୍କ ଧର୍ମପତ୍ନୀ ସୁମିତ୍ରା ଦାଶଙ୍କ ଗତ ୧୩ ତାରିଖ ଦିନ ପଦ୍ମପୁରରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି । ସେ ତାଙ୍କ ପଛରେ ପୁତ୍ର ଅଧ୍ୟାପକ
Read More...