Browsing Tag

padampur news

ସାଂସଦ ପ୍ରଦୀପ ପୁରୋହିତଙ୍କୁ ଏନ୍ୟୁମେରେସନ ଫର୍ମ ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆସନ୍ତା ଜନଗଣନା ଓ ଭୋଟର ତଥ୍ୟ ସଂଗ୍ରହ ପ୍ରକ୍ରିୟାକୁ ସୁଚାରୁ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କୁ ତାଙ୍କ ବାସଭବନରେ ଏନ୍ୟୁମେରେସନ ଫର୍ମ ପ୍ରଦାନ କରାଯାଇଛି । ପାଇକମାଲ ବ୍ଲକ ପ୍ରଶାସନ ପକ୍ଷରୁ ଏହି କାର୍ଯ୍ୟକ୍ରମ
Read More...

କଟାବାହାଲ ଗ୍ରାମପଞ୍ଚାୟତରେ ପାଳିତ ହେଲା ବିଶ୍ଵ ପରିବେଶ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଶ୍ଵ ପରିବେଶ ଦିବସ ଅବସରରେ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ କଟାବାହାଲ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ସରପଞ୍ଚ ଅର୍ପିତା ପଣ୍ଡାଙ୍କ ନେତୃତ୍ୱରେ ଏକ ସଚେତନତାମୂଳକ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପରିବେଶ
Read More...

ପ୍ରଫେସର ଅବନୀ ବରାଳଙ୍କ ୯୨ ତମ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡିଶାର ଶିକ୍ଷା ଓ ଶିକ୍ଷକ ଆନ୍ଦୋଳନର ପୁରୋଧା, ବିଶ୍ୱ ଶିକ୍ଷକ ମହାସଂଘର ପ୍ରାକ୍ତନ ଉପସଭାପତି ତଥା ସାରସ୍ୱତ ସାଧକ ଦିବଂଗତ ପ୍ରଫେସର ଅବନୀ ବରାଳଙ୍କ ୯୨ତମ ଜନ୍ମଦିନ ଉପଲକ୍ଷେ ଜୁନ ୩ ତାରିଖରେ ସ୍ଥାନୀୟ ଶିକ୍ଷକ ଭବନ ଶାନ୍ତିନଗର ପଦ୍ମପୁର ଠାରେ ଓଡିଶା
Read More...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହାସଲ କରିଥିବା ଜିତାମିତ୍ର ସାହୁଙ୍କୁ ସ୍ୱାଗତ ଜଣାଇଲେ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବରଗଡ଼ ମାଟିର ସୁପତ୍ର ଜିତାମିତ୍ର ସାହୁ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ତୃତୀୟ ସ୍ଥାନ ଅଧିକାର କରି ବରଗଡ଼ ମାଟି ପାଇଁ ଗୌରବ ଆଣିଛନ୍ତି । ତାଙ୍କ ଏହି ସଫଳତାକୁ ନେଇ ବରଗଡ ସାଂସଦ ପ୍ରଦୀପ ପୁରୋହିତ ଭେଟି ଶୁଭେଚ୍ଛା ଜଣାଇ
Read More...

କ୍ରୀଡା ଶିକ୍ଷୟିତ୍ରୀଙ୍କ ଅବସର ଗ୍ରହଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ଶ୍ରୀମତୀ ନୀଳିମା ରାଣୀ ମହାନ୍ତିଙ୍କ ଅବସର ଗ୍ରହଣ ଉପଲକ୍ଷେ ବିଦ୍ୟାଳୟ ପକ୍ଷରୁ ଏକ ଭାବବିହ୍ୱଳ ବିଦାୟୀ ସମାରୋହ ଆୟୋଜିତ ହୋଇଥିଲା । ଏହି ଅବସରରେ ବିଦ୍ୟାଳୟର
Read More...

ଢାବା ଓ ବେଆଇନ ମଦ ବିକ୍ରି କେନ୍ଦ୍ରରେ ପୁଲିସର ଚଢ଼ାଉ : ଦୁଇ ଅଭିଯୁକ୍ତ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ପୁଲିସ ପକ୍ଷରୁ ବେଆଇନ ମଦ ବିକ୍ରି ଓ ମହଜୁଦ ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନ ଅନ୍ତର୍ଗତ ଶନିବାର ଦୁଇଟି ପୃଥକ ସ୍ଥାନରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ମଦ ଜବତ କରାଯିବା ସହ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ
Read More...

ପ୍ରଧାନମନ୍ତ୍ରୀଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମରେ ସାମିଲ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ କାର୍ଯ୍ୟକ୍ରମ ‘ମନ କି ବାତ’ର ପ୍ରସାରଣ ଅବସରରେ ପଦ୍ମପୁର ଉପଖଣ୍ଡ ଗାଇସିଲାଟ କଲଙ୍ଗାପାଲି ସାହୁ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସାମିଲ ହୋଇଥିଲେ । ଏହି
Read More...

କାଂସଡା ଭାୟା ଢେଙ୍କିମୁଣ୍ଡା ରାସ୍ତା ପ୍ରତି ପ୍ରଶାସନର ଦୃଷ୍ଟି ଦାବି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କାଂସଡା ପଞ୍ଚାୟତ ଅନ୍ତର୍ଗତ ଆର୍‌ଡି ରାସ୍ତାରୁ କାଂସଡା ଭାୟା ଢେଙ୍କିମୁଣ୍ଡା ପର୍ଯ୍ୟନ୍ତ ପ୍ରାୟ ୫ କିଲୋମିଟର ରାସ୍ତା ଦୀର୍ଘଦିନ ଧରି ଶୋଚନୀୟ ଅବସ୍ଥାରେ ପଡ଼ିରହିଛି । ଏହି ରାସ୍ତା ଉପରେ କାଂସଡା ଓ ଢେଙ୍କିମୁଣ୍ଡା
Read More...

ପାଇକମାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ଜୟଦେବ ପ୍ରଧାନଙ୍କ ସଭାପତିତ୍ୱରେ ବାର୍ଷିକ ପରୀକ୍ଷାରେ ୬୦%ରୁ ଉର୍ଦ୍ଧ୍ୱ ନମ୍ବର ରଖିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ଅଧ୍ୟାପିକା ସବିତା ଭୋଇ ଅତିଥି ପରିଚୟ ଓ
Read More...

ଧର୍ମପରାୟଣ ରାଜିନ୍ଦ୍ର ରଣାଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜାମସେଠ ଗାଁର ଧର୍ମପରାୟଣ ବ୍ୟକ୍ତି ରାଜିନ୍ଦ୍ର ରଣା(୯୫)ଙ୍କର ଗୁରୁବାର ଅପରାହ୍ନରେ ପରଲୋକ ଘଟିଛି । ତାଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସେ ଜଣେ ସରଳ,
Read More...