Browsing Tag

padampur news

ସିନିୟର ଫେଲୋସିପ ପାଇଁ ଲଳିତ ଜଗତଙ୍କୁ ପାଇକମାଲ ବ୍ଲକ ପ୍ରଶାସନ ତରଫରୁ ସମ୍ମାନୀତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଗ୍ରାମର ନାଟ୍ୟରତ୍ନ ପ୍ରାପ୍ତ ନାଟ୍ୟକାର ତଥା ନିର୍ଦ୍ଦେଶକ ଲଳିତ ଜଗତ କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଭାରତ ସରକାରଙ୍କ ଦ୍ଵାରା ଫୋକ୍ ଥିଏଟର (ଲୋକ ନାଟକ)ରେ ସିନିୟର୍ ଫେଲୋସିପ୍ ପାଇଛନ୍ତି । ଯାହାକି
Read More...

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଫ୍ରେଜରପୁରର ବାର୍ଷିକୋତ୍ସବ ‘ଜମ୍ବୋରୀ-୨’ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଫ୍ରେଜରପୁର ଠାରେ ବାର୍ଷିକୋତ୍ସବ ଜମ୍ବୋରୀ-୨ ମହା ସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଜୟନ୍ତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବରଗଡ଼
Read More...

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୭ ଦିନ ବ୍ୟାପି ଚାଲିଥିବା ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଶନିବାର ଉଦ୍‌ଯାପନୀ ସମାରୋହରେ ଅଧ୍ୟକ୍ଷ ଶ୍ୟାମଲାଲ
Read More...

ଦିଲ୍ଲୀରେ ରାଷ୍ଟ୍ରୀୟ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ କଳାଗ୍ରାମର କଳାକାରଙ୍କ ଅଂଶଗ୍ରହଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ରାଷ୍ଟ୍ରୀୟ ସାଧାରଣତନ୍ତ୍ର ଦିବସ ଆର୍‌ଡିସି ପ୍ୟାରେଡ ନୂଆଦିଲ୍ଲୀଠାରେ ଓଡିଶା ବରଗଡ଼ ଜିଲ୍ଲାର ବୁରୋମୁଣ୍ଡା ସ୍ଥିତ ସମ୍ବଲପୁରୀ ଫୋକ ଏକାଡେମୀ (କଳାଗ୍ରାମ)ର ଆଦିଧୂନ ବେଣ୍ଡର ୧୦୦ ଜଣ କଳାକାର ଅଂଶ ଗ୍ରହଣ କରୁଛନ୍ତି । ଷାଠିଏ ଜଣ ଝିଅ ନୃତ୍ୟ କଳାକାର
Read More...

ବରଗଡ ଜିଲ୍ଲାରେ ଏକ ମାତ୍ର ସିନିୟର ଫେଲୋସିପ ପାଇଥିବାରୁ ଲଳିତ ଜଗତଙ୍କୁ ବରଗଡ଼ ସାଂସଦଙ୍କ ଦ୍ଵାରା ସମ୍ମାନିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ମାଣ୍ଡୋସିଲ ଗ୍ରାମର ନାଟ୍ୟରତ୍ନ ପ୍ରାପ୍ତ ନାଟ୍ୟକାର ତଥା ନିର୍ଦ୍ଦେଶକ ଲଳିତ ଜଗତ କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଭାରତ ସରକାରଙ୍କ ଦ୍ଵାରା ଫୋକ୍ ଥିଏଟର (ଲୋକ ନାଟକ)ରେ ସିନିୟର୍ ଫେଲୋସିପ୍ ପାଇଛନ୍ତି ।
Read More...

ଏଇତ ଜୀବନ : ପରିଣତ ବୟସରେ ବି ମାଛ ମରା ନିଶା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ମାଣ୍ଡୋସିଲ ଗାଁର ବୟସ୍କ ବ୍ୟକ୍ତି ସନ୍ତୋଷ ମାଝୀ । ପାଖାପାଖି ୮୦ ବର୍ଷ ବୟସ । ଏହି ବୟସରେ ବି ଚାଲି ପାରନ୍ତି, ଭଲ କଥା ହୋଇ ପାରନ୍ତି । ବୁଧବାର ମଧ୍ୟାହ୍ନରେ ଶ୍ରୀ ମାଝୀ ପାଖ ଗାଡ଼ିଡ଼ିକୁ ମାଛ ମାରିବାକୁ ଯାଉଥିବା
Read More...

ରାବଣ ବଧ ସହ ଉଦ୍‌ଯାପିତ ହେଲା ଟାଲରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅର୍ନଗତ ଟାଲ ଗ୍ରାମ ଠାରେ ଦୀର୍ଘ ୬ ଦିନ ଧରି ଚାଲୁଥିବା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ମୁଖ୍ୟପଣ୍ଡିତ ଅଚ୍ୟୁତାନନ୍ଦ ହୋତା, ଅମୃତଲାଲ ହୋତା, ବିଜୟ ହୋତା, ଦାଶରଥି ହୋତା, ଶଚିପତି ହୋତାଙ୍କ ପୂଜାପାଠରେ ମୁଖ୍ୟକର୍ତ୍ତା ଗାଁର
Read More...

ଝାରବନ୍ଧ ଅରବିନ୍ଦ ଶିକ୍ଷାନୁଷ୍ଠାନର ବାର୍ଷିକ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଶ୍ରୀମା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରର ବାର୍ଷିକ ଉତ୍ସବ ପରିଚାଳନା କମିଟି ସଭାପତି ଅଇଁଠା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି
Read More...

ଓଡିଶା ଆଦର୍ଶ ବିଦ୍ୟାଳୟ ବାର୍ଷିକ ଉତ୍ସବ ଝଙ୍କାର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବଲିଢିପା ଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ଝଙ୍କାର ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଜିତେନ୍ଦ୍ରିୟ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ
Read More...

କୁଢାରିଫସା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କୁଢାରିଫସା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସନ୍ଧ୍ୟାକାନ୍ତ ଧରୁଆଙ୍କ ସଭାପତିତ୍ୱରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ପାଇକମାଲ ଏବିଇଓ ରାଧେଶ୍ୟାମ ମେହେର, ମୁଖ୍ୟବକ୍ତା ଭାବେ
Read More...