ଡଭା ଗ୍ରାମରେ ଶିବ ମନ୍ଦିର ପ୍ରାଣ ପ୍ରତିଷ୍ଠା ମହୋତ୍ସବ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡ଼ଭା ଗ୍ରାମରେ ଶ୍ରୀ ଶ୍ରୀ ଶିବ ମନ୍ଦିର ପ୍ରାଣ ପ୍ରତିଷ୍ଠା ମହୋତ୍ସବ ଉଦ୍ଯାପିତ ହୋଇଯାଇଛି । ଏହା ୨୨ ତାରିଖ ଆରମ୍ଭ ହୋଇ ୨୬ ତାରିଖ ପର୍ଯ୍ୟନ୍ତ ବହୁ ଜନ ସମାଗମରେ ଉଦ୍ଯାପିତ ହୋଇଯାଇଛି । ପ୍ରଥମ ଦିନରେ!-->…
Read More...
Read More...