Browsing Tag

padampur news

ପଲସଦା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପଲସଦା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଯତୀନ୍ଦ୍ର ଦୀପଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଶିକ୍ଷାବିତ୍ ମହେନ୍ଦ୍ର କୁମାର ସାହୁ ଏବଂ ପୀତାମ୍ବର ସାହୁ ମୁଖ୍ୟ ଅତିଥି ଓ
Read More...

ପାଇକମାଲ ଗ୍ରାମ ପଂଚାୟତରେ ସିଲେଇ ତାଲିମ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକର ପାଇକମାଲ ଗ୍ରାମ ପଞ୍ଚାୟତରେ ସାଧନ ମିଶନ ଶକ୍ତି ବ୍ଲକ ସ୍ତରୀୟ ମହାସଂଘର ଆୟୋଜନରେ ଗ୍ରାମ ପଂଚାୟତ ସ୍ତରୀୟ ସିଲେଇ ତାଲିମ ଶିବିର ଶେଷ ହୋଇଯାଇଛି । ଉକ୍ତ ତାଲିମ ଶିବିର ଡିସେମ୍ବର ମାସର ୧୪ ତାରିଖରୁ ଆରମ୍ଭ ହୋଇ ଜାନୁଆରୀ
Read More...

ପଦ୍ମପୁରରେ ସ୍ଵାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ସ୍ଥାପନ ନେଇ ଏବିଭିପି ପକ୍ଷରୁ ଦାବିପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପଦ୍ମପୁରର କାର୍ଯ୍ୟକର୍ତ୍ତାମାନେ ପଦ୍ମପୁର ସହରର ଏକ ଛକରେ ସ୍ଵାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବା ନେଇ ଉପଜିଲ୍ଲାପାଳଙ୍କୁ ଦାବୀ ପତ୍ର ପ୍ରଦାନ କରାଯାଇଛି । ବିଶେଷ କରି ଯୁବ ସମାଜ ସ୍ୱାମୀ
Read More...

ଆସନ୍ତା ୧୯ରୁ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଟାଲ ଗ୍ରାମ ଠାରେ ଆସନ୍ତା ୧୯ ତାରିଖ ଦିନରୁ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହେବ । ୧୯ ତାରିଖ ଦିନ ଗାଁ ତଥା ଅଞ୍ଚଳର ଶତାଧିକ ମହିଳା, ପୁରୁଷ କଳସ ଯାତ୍ରାରେ ସାମିଲ ହୋଇ ଗାଁର ବଡପୋଖରୀରୁ ଗାଁ ପରିକ୍ରମା
Read More...

ଶଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ନରସିଂହପଡାରେ ବୁଧବାର ରାତିରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଗୁରୁବାର ପାଇକମାଲ ଥାନାରେ ଅଭିଯୋଗ ହୋଇଛି । ମୃତକ ଯୁବକ ଜଣକ ହେଲେ ସୋହେଲା ଥାନା ବୁଡାମାଲ ଗ୍ରାମର ଗୋବିନ୍ଦ ପ୍ରଧାନ (୩୭) ।
Read More...

କେନ୍ଦୁଭଟା ଠାରେ ମାଣ୍ଡିଆ ମଣ୍ଡିର ଶୁଭ ଉଦ୍‌ଘାଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ଜାମୁଟପାଲି ଗ୍ରାମପଞ୍ଚାୟତର କେନ୍ଦୁଭଟା ଠାରେ ମାଣ୍ଡିଆ ମଣ୍ଡିର ଶୁଭ ଉଦ୍‌ଘାଟନ ହୋଇଯାଇଛି । କୃଷି ବିଭାଗ ଓ ଦେବଦତ୍ତ କ୍ଲବର ମିଳିତ ସହଯୋଗରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଜେପୁର ବିଧାୟକ ସନତ କୁମାର ଗଡତିଆ
Read More...

ସଡକ ସୁରକ୍ଷା ସପ୍ତାହ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ମହାମାୟା ପବ୍ଲିକ ସ୍କୁଲ ପାଇକମାଲ ତରଫରୁ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ସଡ଼କ ସୁରକ୍ଷା ଜୀବନ ରକ୍ଷା ପ୍ରସଙ୍ଗକୁ ନେଇ ଏକ ସଚେତନତା ଶୋଭାଯାତ୍ରାର ଆୟୋଜନ ହୋଇଥିଲା । ଏଥିରେ ଛାତ୍ରଛାତ୍ରୀ ଗଣ ପାଇକମାଲ ସହର
Read More...

ଜାତୀୟ ଯୁବ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ମହିଳା ସ୍ନାତକ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ଓ ରେଡ ରିବନ କ୍ଲବ ଆନୁକୂଲ୍ୟରେ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ଅଧ୍ୟକ୍ଷା ଶ୍ରୀମତୀ କଳ୍ପନା ରାଣୀ ନାଥଙ୍କ ସଭାପତିତ୍ଵ ଅଭିଭାଷଣରେ ସ୍ଵାମୀ ବିବେକାନନ୍ଦଙ୍କ ପାଶ୍ଚାତ୍ୟ ଦେଶରେ ଭାରତୀୟ
Read More...

ପାଇକମାଲ ବ୍ଲକ ସ୍ତରୀୟ ପରାମର୍ଶ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ସ୍ତରୀୟ ପରାମର୍ଶ ଶିବିର ବିଡ଼ିଓ ପ୍ରଫୁଲ୍ଲ କୁମାର ଓଦୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ନିଯୁକ୍ତି ଭିତ୍ତିକ ପରାମର୍ଶ ଶିବିରକୁ ଅତିଥି ଭାବେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ପାଇକମାଲ ବ୍ଲକ
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ତରଙ୍ଗିଣୀ ୨୦୨୪-୨୫

ସ୍ଵପ୍ନ ଦେଖିବାର କୌଣସି ସୀମା ନାହିଁ : କୁନାଲ ମୋତିରାମ ଚହ୍ୱାନ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ମହା ସମାରୋହରେ ବାର୍ଷିକ ଉତ୍ସବ 'ତରଙ୍ଗିଣୀ ୨୦୨୪-୨୫' ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ
Read More...