ସରେଇକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ସରେଇକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଦିଲୀପ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ!-->…
Read More...
Read More...