Browsing Tag

padampur news

ରାବଣ ବଧ ସହ ଉଦ୍‌ଯାପିତ ହେଲା ଟାଲରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅର୍ନଗତ ଟାଲ ଗ୍ରାମ ଠାରେ ଦୀର୍ଘ ୬ ଦିନ ଧରି ଚାଲୁଥିବା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ମୁଖ୍ୟପଣ୍ଡିତ ଅଚ୍ୟୁତାନନ୍ଦ ହୋତା, ଅମୃତଲାଲ ହୋତା, ବିଜୟ ହୋତା, ଦାଶରଥି ହୋତା, ଶଚିପତି ହୋତାଙ୍କ ପୂଜାପାଠରେ ମୁଖ୍ୟକର୍ତ୍ତା ଗାଁର
Read More...

ଝାରବନ୍ଧ ଅରବିନ୍ଦ ଶିକ୍ଷାନୁଷ୍ଠାନର ବାର୍ଷିକ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଶ୍ରୀମା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରର ବାର୍ଷିକ ଉତ୍ସବ ପରିଚାଳନା କମିଟି ସଭାପତି ଅଇଁଠା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି
Read More...

ଓଡିଶା ଆଦର୍ଶ ବିଦ୍ୟାଳୟ ବାର୍ଷିକ ଉତ୍ସବ ଝଙ୍କାର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବଲିଢିପା ଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ଝଙ୍କାର ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଜିତେନ୍ଦ୍ରିୟ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ
Read More...

କୁଢାରିଫସା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କୁଢାରିଫସା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସନ୍ଧ୍ୟାକାନ୍ତ ଧରୁଆଙ୍କ ସଭାପତିତ୍ୱରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ପାଇକମାଲ ଏବିଇଓ ରାଧେଶ୍ୟାମ ମେହେର, ମୁଖ୍ୟବକ୍ତା ଭାବେ
Read More...

ପାଇକମାଲ ହାଇସ୍କୁଲରେ ବାର୍ଷିକ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରେକ୍ଷାଳୟରେ ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ ଡ. ଦ୍ଵାଦଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବିଡିଓ ପ୍ରଫୁଲ୍ଲ କୁମାର ଓଦୁ ଯୋଗଦାନ କରିଥିଲେ । ସମ୍ମାନିତ
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ପୁରାତନ ଛାତ୍ର ଏକତ୍ରୀକରଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଦିବସ ଉପଲକ୍ଷେ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରର ପୁରାତନ ଛାତ୍ର ଏକତ୍ରୀକରଣ ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସଂକୁଳ ପ୍ରମୁଖ ଡ଼ଃ. ଦ୍ଵାଦଶ କୁମାର ପଧାନ, ସମ୍ପାଦକ
Read More...

ଚର୍ତୁଥ ଦିବସରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ମହାପ୍ରଭୁଙ୍କ ପାଖରେ ଲାଗିଲା ଛପନ ଭୋଗ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଟାଲ ଗ୍ରାମଠାରେ ଚର୍ତୁଥ ଦିବସରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାପ୍ରଭୁଙ୍କ ପାଖରେ ଲାଗିଲା ଛପନ ଭୋଗ । ପଣ୍ଡିତ ମାନଙ୍କ ପୂଜାପାଠରେ ସୂର୍ଯ୍ୟପୂଜା,
Read More...

ମାଣ୍ଡୋସିଲ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ବାର୍ଷିକ କ୍ରୀଡା

ପଦ୍ମପୁର, (ନିରୋଜ କୁମାର ପାଣୀ): ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବଡ଼ ଖେଳପଡିଆରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ପଦ୍ମପୁର ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁ ଯୋଗଦେଇ ଆନୁଷ୍ଠାନିକ ଭାବରେ
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ସକାଳ ପର୍ଯ୍ୟାୟରେ ଦୁର୍ବାଦଳ ସାହୁ, ଥବିର ଦଣ୍ଡସେନା, ଦିନବନ୍ଧୁ ଦେହେରୀ, ସ୍ନିଗ୍ଧା ହାତୀ ପ୍ରମୁଖ ନେତାଜୀ ଓ
Read More...

ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ଦହିତା ନେତାଜୀ କ୍ଲବ୍ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । କ୍ଲବ୍ ପରିସରରେ ଆୟୋଜିତ ଉତ୍ସବରେ ସଭାପତି ସରୋଜ ପାଣିଗ୍ରାହୀ, ଜିଲ୍ଲା
Read More...