Browsing Tag

padampur news

ପାଇକମାଲ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର କୃତିତ୍ୱ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ତୃତୀୟ ଓ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ ୫ଜଣ ଛାତ୍ରଛତ୍ରୀ କୃତିତ୍ୱ ଅର୍ଜନ କରିଛନ୍ତି । ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ ହିତେଶ ବାରିକ ବ୍ଲକରେ ଦ୍ଵିତୀୟ ସ୍ଥାନ ଅଧିକାର ଓ ଅନ୍ଵେଷ
Read More...

ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ୍ ସଭାଗୃହ ଠାରେ ୭୬ତମ ସାଧାରଣ ତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପାଇକମାଳ ବ୍ଲକ୍ ବିଡିଓ ପ୍ରଫୁଲ କୁମାର ଓଦୁ ପରିଚାଳନା କରିଥିଲେ । ପାଇକମାଲ ଆଡିସିନାଲ ତହସିଲଦାର ପ୍ରତାପ
Read More...

ବିନ୍ଧ୍ୟବାସିନୀ ସ୍ନାତକ ମହା ବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ସଭାପତିତ୍ଵରେ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ଏହି ସଭାରେ ମୁଖ୍ୟଅତିଥି ଭାବରେ ପ୍ରଭାତ କୁମାର ବିଶ୍ୱାଳ ଏବଂ ସମ୍ମାନିତ ଅତିଥିଭାବେ
Read More...

ଅସହାୟ ପରିବାରର ଆଶାବାଡି ସାଜିଛନ୍ତି ବୃଦ୍ଧା ନୃପତି ଭୋଇ

ପୁଅ ପକ୍ଷାଘାତ, ନାତି ଦଶମରୁ ପାଠ ଛାଡିଲାସରକାରୀ ସହାୟତା ପାଇଁ ନିବେଦନ ପଦ୍ମପୁର, (ନିରୋଜ କୁମାର ପାଣୀ) : ଛୋଟ ପରିବାର ସୁଖି ପରିବାର ହେଲେ ପରମାନନ୍ଦ ଭୋଇଙ୍କ ପରିବାରରେ ଦେଖା ଦେଇଛି ବ୍ୟତିକ୍ରମ । ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଛିନ୍ଦେଇକେଲା ଗାଁର ପରମାନନ୍ଦ ଭୋଇ(୬୦)ଙ୍କ ପରିବାର
Read More...

ପଲସଦା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପଲସଦା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଯତୀନ୍ଦ୍ର ଦୀପଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଶିକ୍ଷାବିତ୍ ମହେନ୍ଦ୍ର କୁମାର ସାହୁ ଏବଂ ପୀତାମ୍ବର ସାହୁ ମୁଖ୍ୟ ଅତିଥି ଓ
Read More...

ପାଇକମାଲ ଗ୍ରାମ ପଂଚାୟତରେ ସିଲେଇ ତାଲିମ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକର ପାଇକମାଲ ଗ୍ରାମ ପଞ୍ଚାୟତରେ ସାଧନ ମିଶନ ଶକ୍ତି ବ୍ଲକ ସ୍ତରୀୟ ମହାସଂଘର ଆୟୋଜନରେ ଗ୍ରାମ ପଂଚାୟତ ସ୍ତରୀୟ ସିଲେଇ ତାଲିମ ଶିବିର ଶେଷ ହୋଇଯାଇଛି । ଉକ୍ତ ତାଲିମ ଶିବିର ଡିସେମ୍ବର ମାସର ୧୪ ତାରିଖରୁ ଆରମ୍ଭ ହୋଇ ଜାନୁଆରୀ
Read More...

ପଦ୍ମପୁରରେ ସ୍ଵାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ସ୍ଥାପନ ନେଇ ଏବିଭିପି ପକ୍ଷରୁ ଦାବିପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପଦ୍ମପୁରର କାର୍ଯ୍ୟକର୍ତ୍ତାମାନେ ପଦ୍ମପୁର ସହରର ଏକ ଛକରେ ସ୍ଵାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବା ନେଇ ଉପଜିଲ୍ଲାପାଳଙ୍କୁ ଦାବୀ ପତ୍ର ପ୍ରଦାନ କରାଯାଇଛି । ବିଶେଷ କରି ଯୁବ ସମାଜ ସ୍ୱାମୀ
Read More...

ଆସନ୍ତା ୧୯ରୁ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଟାଲ ଗ୍ରାମ ଠାରେ ଆସନ୍ତା ୧୯ ତାରିଖ ଦିନରୁ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହେବ । ୧୯ ତାରିଖ ଦିନ ଗାଁ ତଥା ଅଞ୍ଚଳର ଶତାଧିକ ମହିଳା, ପୁରୁଷ କଳସ ଯାତ୍ରାରେ ସାମିଲ ହୋଇ ଗାଁର ବଡପୋଖରୀରୁ ଗାଁ ପରିକ୍ରମା
Read More...

ଶଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ନରସିଂହପଡାରେ ବୁଧବାର ରାତିରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଗୁରୁବାର ପାଇକମାଲ ଥାନାରେ ଅଭିଯୋଗ ହୋଇଛି । ମୃତକ ଯୁବକ ଜଣକ ହେଲେ ସୋହେଲା ଥାନା ବୁଡାମାଲ ଗ୍ରାମର ଗୋବିନ୍ଦ ପ୍ରଧାନ (୩୭) ।
Read More...

କେନ୍ଦୁଭଟା ଠାରେ ମାଣ୍ଡିଆ ମଣ୍ଡିର ଶୁଭ ଉଦ୍‌ଘାଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ଜାମୁଟପାଲି ଗ୍ରାମପଞ୍ଚାୟତର କେନ୍ଦୁଭଟା ଠାରେ ମାଣ୍ଡିଆ ମଣ୍ଡିର ଶୁଭ ଉଦ୍‌ଘାଟନ ହୋଇଯାଇଛି । କୃଷି ବିଭାଗ ଓ ଦେବଦତ୍ତ କ୍ଲବର ମିଳିତ ସହଯୋଗରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଜେପୁର ବିଧାୟକ ସନତ କୁମାର ଗଡତିଆ
Read More...