ସଡକ ସୁରକ୍ଷା ସପ୍ତାହ ପାଳନ
ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ମହାମାୟା ପବ୍ଲିକ ସ୍କୁଲ ପାଇକମାଲ ତରଫରୁ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ସଡ଼କ ସୁରକ୍ଷା ଜୀବନ ରକ୍ଷା ପ୍ରସଙ୍ଗକୁ ନେଇ ଏକ ସଚେତନତା ଶୋଭାଯାତ୍ରାର ଆୟୋଜନ ହୋଇଥିଲା । ଏଥିରେ ଛାତ୍ରଛାତ୍ରୀ ଗଣ ପାଇକମାଲ ସହର!-->…
Read More...
Read More...