Browsing Tag

padampur news

ବିନ୍ଧ୍ୟ ବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟ ବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ୟାମଲାଲ ପ୍ରଧାନଙ୍କ ତତ୍ୱାବଧାନରେ ଛାତ୍ରୀ ମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟାପିକା ମଧୁସ୍ମିତା ପ୍ରଧାନଙ୍କ ଦାୟିତ୍ୱରେ
Read More...

କଳାକାରଙ୍କୁ ବରଗଡ଼ ସାଂସଦଙ୍କ ଦ୍ଵାରା ସମ୍ମାନିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ବୁଡାମାଲ ପଂଚାୟତ ଭେଲୁଆପଦର ଗ୍ରାମର ସହଦେବ ସାହୁଙ୍କୁ ଆଜି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଉପଢୌକନ ଦେଇ ନିଜ ପାଇକମାଲ ସ୍ଥିତ ବାସ ଭବନରେ ସମ୍ମାନିତ କରିଥିଲେ । ଶ୍ରୀ ସାହୁ ଅନେକ ମଞ୍ଚରେ କଂସ, ରାବଣ ଓ ମୁରାସୁର ଭୂମିକାରେ
Read More...

ପାଚିକା ସହାୟିକଙ୍କ ଅପ୍ରେନ୍‌ ଯୋଗାଇ ସିଆରସିସି ମାଲେମାଲ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକରେ ପାଚିକା ସହାୟିକଙ୍କ ଅପ୍ରେନ୍‌ ଯୋଗାଇ ପାଇକମାଲ ବ୍ଲକ ପରିସରରେ ଥିବା ସିଆରସିସି ମାଲେମାଲ ହେଉଛନ୍ତି । ପାଚିକା ସହାୟିକଙ୍କ ତାଲିମ ସମୟରେ ଅପ୍ରେନ୍‌ ପିନ୍ଧି ଆସିବାକୁ ଗୋଷ୍ଠୀ ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ । ଏହାର
Read More...

ଝାରବନ୍ଧ ବ୍ଲକରେ ମଣ୍ଡି ବ୍ୟବସ୍ଥା ପ୍ରହସନ

ବ୍ୟପାରୀ ଏବଂ ମିଲ ଏଜେଣ୍ଟଙ୍କ ମର୍ଜିରେ ଚାଲିଛି ଧାନ କିଣା ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକର ବିଭିନ୍ନ ମଣ୍ଡି ବ୍ୟବସ୍ଥା ସମ୍ପୂର୍ଣ ଭାବେ ବ୍ୟପାରୀ, ମିଲ ଏଜେଣ୍ଟଙ୍କ ମର୍ଜିରେ ଚାଲିଛି । ପ୍ରସାଶନର ଅପାରଗପଣିଆ ଯୋଗୁଁ ମଣ୍ଡି
Read More...

୧୪ରୁ ଗୁଦେରପାଲି ୟୁଜିୟୁପି ସ୍କୁଲର ଶତବାର୍ଷିକୀ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଗୁଦେରପାଲି ମଧ୍ୟ ଇଂରାଜୀ ବିଦ୍ୟାଳୟର ଆସନ୍ତା ୧୪ ଏବଂ ୧୫ ତାରିଖରେ ଶତବାର୍ଷିକୀ ଉତ୍ସବ ମହାଆଡ଼ମ୍ବରରେ ପାଳିତ ହେବାକୁ ଯାଉଛି । ଏହି ଅବସରରେ ଗୁଦେରପାଲି ଗାଁ ମୁଣ୍ଡରେ ୨୦ ଫୁଟ୍‌ ଉଚ୍ଚତା ଏବଂ ୨୪ ଫୁଟ
Read More...

ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଶୁଭ ଉଦ୍‌ଘାଟନ କଲେ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ କଂସର ପଞ୍ଚାୟତ ଅନ୍ତର୍ଗତ ଗଡ଼ଭାଟି ଗ୍ରାମରେ ଉପ ସ୍ଵାସ୍ଥ୍ୟକେନ୍ଦ୍ର ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଶୁଭ ଉଦ୍‌ଘାଟନ ହୋଇଯାଇଛି । ଏହି ଅବସରେ ମୁଖ୍ୟ ଅତିଥି ଭାବେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ଉଦ୍‌ଘାଟନ କରିଥିଲେ ।
Read More...

ଧାନ ବୋଝେଇ ଟ୍ରକ ଧକ୍କାରେ ଯୁବକ ମୃତ : ଝାରବନ୍ଧ ପାଇକମାଲ ରାସ୍ତା ବନ୍ଦ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଝାରବନ୍ଧ ରାସ୍ତା ଚୁହାପାଲି ବ୍ରିଜ ପାଖରେ ଏକ ମର୍ମନ୍ତୁଦ ଟ୍ରକ ଦୁର୍ଘଟଣାରେ ଜଣେ ଯୁବକର ଅକାଳ ମୃତ୍ୟୁ ହୋଇଯାଇଛି । ମୃତକ ହେଲେ ଚୁହାପାଲି ଗ୍ରାମର ରାଜେଶ କୁମ୍ଭାର (୨୦) । ପ୍ରାପ୍ତ ବିବରଣୀରୁ ଜଣାପଡିଛି ଯେ ସୋମବାର
Read More...

ତ୍ରିଦିବସୀୟ ପ୍ରଗତି ତାଲିମ୍ ଶିବିର ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଡିଆଇଇଟି ବରଗଡ଼ ଆନୁକୁଲ୍ୟରେ ସାମଗ୍ରିକ ବିଦ୍ୟାଳୟ ବିକାଶ ଯୋଜନା ଆଧାରିତ ତ୍ରିଦିବସୀୟ ପ୍ରଗତି ପ୍ରଶିକ୍ଷଣ ସ୍ଥାନୀୟ ଟାଉନ୍ ଉଚ୍ଚ ବିଦ୍ୟାଳୟ ପଦ୍ମପୁର ପରିସର ମଧ୍ୟରେ ଉଦ୍‌ଘାଟିତ ହୋଇଯାଇଛି । ଏହି ପ୍ରଶିକ୍ଷଣ ମୁଖ୍ୟତଃ ପ୍ରଧାନ ଶିକ୍ଷକ ଓ ସହ ଗୋଷ୍ଠୀ
Read More...

ନୃସିଂହନାଥରୁ ପୁରୀକୁ ବସ୍‌ ସେବା ଯୋଗାଇ ଦେବାକୁ ପରିବହନ ମନ୍ତ୍ରୀଙ୍କୁ ଦାବୀପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଠାରେ ବାଣିଜ୍ୟ, ପରିବହନ, ଇସ୍ପାତ, ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ମନ୍ତ୍ରୀ ମହୋଦୟ ସନ୍ଧ୍ୟାରେ ନୂଆପଡାରୁ ବରଗଡ଼ ଯାଉଥିବା ବେଳେ କେତେକ ସଚେତନ କର୍ମୀ ଓ ବିଜେପି କର୍ମୀ ତାଙ୍କୁ ସ୍ୱାଗତ
Read More...

ଅଖିଳ ଭାରତୀୟ ଗୋଣ୍ଡ ସମାଜର ବାର୍ଷିକ ପୂଜା ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଶ୍ରୀ ଶ୍ରୀ ନୃସିଂହନାଥ ସ୍ଥିତ ବୁଢ଼ାଦେଓ ମଣ୍ଡପ ଠାରେ ଭାଗବତିଆ ସିଂ ଦାଉଙ୍କ ସଭାପତିତ୍ୱରେ ଗୋଣ୍ଡ ସମାଜର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ବାର୍ଷିକ ବୁଢ଼ାଦେଓ ପୂଜା ମହୋତ୍ସବ ନିମନ୍ତେ କଳସ ଶୋଭାଯାତ୍ରା ସହ ପୂଜାର୍ଚ୍ଚନା
Read More...