Browsing Tag

padampur news

ନୃସିଂହନାଥ ଠାରେ ସର୍ବ ଭାରତୀୟ ବିଂଝାଲ ସମାଜ ପକ୍ଷରୁ ତ୍ରିୟୋଦଶ ମହାସଭା

ଶିକ୍ଷାକୁ ଦିକ୍ଷା ରୂପେ ଗ୍ରହଣ କରିବାକୁ ନିଷ୍ପତ୍ତି ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ନୃସିଂହନାଥ ସ୍ଥିତ ମାଁ ବିନ୍ଧ୍ୟବାସିନୀ ଦେବୀ ମନ୍ଦିର ଠାରେ ସର୍ବ ଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରିବାସୀ ବିଂଝାଲ ସମାଜ ପକ୍ଷରୁ ତ୍ରୟୋଦଶ ମହାସଭା ଦୁଇ
Read More...

ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ରବିବାର ସନ୍ଧ୍ୟାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ୟାମଲାଲ ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ
Read More...

ପାଇକମାଲ ହାଇସ୍କୁଲରେ ମିଶନ୍ ୧୦୦

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ହାଇସ୍କୁଲରେ ମିଶନ ୧୦୦ ବିଇଓ ଚୁଡ଼ାମଣି ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଅବସରପ୍ରାପ୍ତ ବିଇଓ ଜନକ ଲାଲ ମେହେର ଉଦ୍‌ଘାଟନ କରିଥିଲେ । ସମାପନ ସମାରୋହରେ ଜିଲ୍ଲା ଶିକ୍ଷା ଅଧିକାରୀ
Read More...

ପଦ୍ମପୁର ବ୍ଲକ ସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ରାଜବୋଡ଼ାସମ୍ବର ବ୍ଲକ ଓଷ୍ଟା ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ଶିଶୁ ଉତ୍ସବ ବ୍ଲକ ସଭାପତି ପ୍ରମୋଦ ନାଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସମବାୟ ସମିତିର ସଭାପତି ପ୍ରୀତମ ମେହେର ମୁଖ୍ୟ
Read More...

ପଦ୍ମପୁର ଶ୍ରୀ ଅରବିନ୍ଦ ସ୍କୁଲରେ ବାର୍ଷିକ କ୍ରୀଡ଼ା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଦିତି ବିହାର ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ୨୪ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀଙ୍କ ମଶାଲ ଶୋଭାଯାତ୍ରା ପରେ ଅବସରପ୍ରାପ୍ତ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପୂର୍ଣ୍ଣଚନ୍ଦ୍ର
Read More...

ବେଲମତୀ ଦେବୀଙ୍କୁ ଏକାଦଶାହରେ ଶ୍ରଦ୍ଧାଞ୍ଜଳି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ମେଲଛାମୁଣ୍ତା ସାମ୍ବାଦିକ ମନୋଜ କୁମାର ଭୋଇଙ୍କ ମାତା ବେଲମତି ଭୋଇଙ୍କ ଆଜି ଥିଲା ଏକାଦଶାହ କାର୍ଯ୍ୟକ୍ରମ । ଏହି ଅବସରରେ ପଦ୍ମପୁର ଉପଖଣ୍ଡ ସାମ୍ବାଦିକ ସଂଘର ଅନେକ କର୍ମକର୍ତ୍ତା ଯୋଗଦେଇ ସ୍ୱର୍ଗତ ବେଳମତୀ ଦେବୀଙ୍କ ଫଟୋଚିତ୍ରରେ
Read More...

ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ପତାକା ଉତ୍ତୋଳନ କରି ଆନୁଷ୍ଠାନିକ ଭାବେ କ୍ରୀଡା ଉତ୍ସବର ଶୁଭାରମ୍ଭ
Read More...

ପଦ୍ମପୁର ବନବିଭାଗକୁ ବଡ ସଫଳତା : ଧରା ପଡିଲା ଲକ୍ଷ ଲକ୍ଷ ଟଙ୍କାର ଖଇରକାଠ ସହ ପିକଅପ୍ ଭ୍ୟାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପେଟ୍ରୋଲିଂ କରୁଥିବା ବେଳେ ଚୋରା ଚାଲାଣ ହେଉଥିବା ଖଇରକାଠ ସହ ପିକଅପ୍ ଭ୍ୟାନ (ଓଆର୍ ୧୭ ଏଫ୍ ୭୩୨୦)କୁ ପଦ୍ମପୁର ରେଞ୍ଜ ଅଧୀନସ୍ଥ ବରିକେଲ ଗ୍ରାମରୁ ଜବତ କରିଛି ପଦ୍ମପୁର ବନ ବିଭାଗ । ଜବତ କାଠର ଓଜନ ୧୨ କ୍ୱିଣ୍ଟାଲ ଥିବା ବେଳେ ଏହାର ଆନୁମାନିକ ମୂଲ୍ୟ
Read More...

ଟାଟା ପାୱାର ଏସ୍‌ଡିଓ ଅଫିସରେ ଲଟେରୀ ବିଜେତାଙ୍କୁ ପୁରସ୍କାର ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଟାଟା ପାୱାର ଏସ୍‌ଡିଓ ଅଫିସରେ ଗୁରୁବାର ଲଟେରୀ ବିଜେତାଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି । ଏହି ପୁରସ୍କାର ବିତରଣୀ ସଭାରେ ମୁଖ୍ୟ ଅତିଥି ଭାବେ ଏସ୍‌ଡିଓ ମନରଞ୍ଜନ ନାୟକ, ସମ୍ମାନିତ ଅତିଥି ଭାବେ ସମାଜସେବୀ ବଡ ଶତପଥି, ଜେଇ
Read More...

ଡିସେମ୍ବର ୧୪ରୁ ଦୁର୍ଗେଇ ଖୋଲ ଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ପାହାଡ଼ର ପାଦଦେଶରେ ଥିବା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ଼୍ୟାମ ପରିସରରେ ରଞ୍ଜିତ ମଲ୍ଲିକଙ୍କ ସଭାପତିତ୍ୱରେ ଦୁର୍ଗେଇ ଖୋଲ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଡିସେମ୍ବର
Read More...