Browsing Tag

padiabahal news

ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଖସିପଡିଲା ଟ୍ୟାଙ୍କର

ପଡିଆବାହାଲ : ସମ୍ବଲପୁର ଜିଲ୍ଲା ୫୩ ନମ୍ବର ଜାତୀୟ ରାଜପଥର ବିନାୟକଡେରା ମଝି ବୁଲାଣିଠାରେ ଏକ ତେଲ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଖସିପଡି ରବିବାର ଦୁର୍ଘଟଣାଗ୍ରସ୍ତ ହୋଇଛି । ସମ୍ବଲପୁରରୁ ଦେବଗଡ଼ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣା ପରେ
Read More...