Browsing Tag

padmapur news

ମ୍ୟୁନିସିପାଲ ମହାବିଦ୍ୟାଳୟରେ ମେଧାବୀ ଅଭିନନ୍ଦନ

ରାଉରକେଲା, (ସସ୍ମିତା ପ୍ରଧାନ) : ଅକ୍ଷୟ ତୃତୀୟା ଦିବସରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଚଳିତ ବର୍ଷର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଛି । ରାଉରକେଲା ମ୍ୟୁନିସିପାଲ ମହାବିଦ୍ୟାଳୟର କଳା ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀମାନେ ଅଭିନନ୍ଦନୀୟ ସଫଳତା ହାସଲ କରିଛନ୍ତିି । ସମ୍ବଲପୁର
Read More...

ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଥମ ଶ୍ରେଣୀର ଅଭିଭାବକ ଓ ଅଭିଭାବିକା ମାନଙ୍କ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷା ବିକାଶ ସମିତି ବିଦ୍ୱତ ପରିଷଦ ସଭାପତି ଡ଼. ବାଞ୍ଛାନିଧି ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ
Read More...

ଭୋଟର ସଚେତନତା ରେଲି ଓ ନବାଗତା ଛାତ୍ରୀଙ୍କୁ ସ୍ୱାଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚୂଡ଼ାମଣି ବାରିକଙ୍କ ନିର୍ଦ୍ଦେଶ କ୍ରମେ, କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜ ବୋରା ସମ୍ବର ଲୋକନାଥ
Read More...

ମହିଳାଙ୍କୁ ମାରି ସମୁଦ୍ରରେ ପକାଇବା ଧମକ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ତିନି ଅଭିଯୁକ୍ତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମଜିଲ୍ଲାର ଚମାଖଣ୍ଡି ଥାନା ଅନ୍ତର୍ଗତ ହରିପୁରରେ ତିନିଜଣ ମହିଳାଙ୍କୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିବା ସହ ଜୀବନରେ ମାରିବାକୁ ଧମକ ଦେବା ମାମଲାର ଶୁଣାଣି କରି ଆଜି ଛତ୍ରପୁର ଏସ୍‌ଡ଼ିଜେଏମ୍ ପ୍ରୀତିଶ କୁମାର ରଥ, ଅଭିଯୁକ୍ତ ହରିପୁର
Read More...

ବିଇଓ ଅଫିସର ଚତୁର୍ଥ ଶ୍ରେଣୀ କର୍ମଚାରୀ ନିର୍ମଳ ବାଙ୍କଙ୍କ ଅବସର ଗ୍ରହଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଇଓ ଅଫିସର ଚତୁର୍ଥ ଶ୍ରେଣୀ କର୍ମଚାରୀ ନିର୍ମଳ ବାଙ୍କ ଅବସର ଗ୍ରହଣ କରିଛନ୍ତି । ସେ ଜଣେ ନିର୍ମଳ ଭାବମୂର୍ତ୍ତି, କର୍ମଠ ତଥା ସମୟାନୁବର୍ତ୍ତୀ କର୍ମଚାରୀ ଭାବରେ ଦୀର୍ଘଦିନ ଧରି କାର୍ଯ୍ୟ କରିଥିଲେ । ବିଦାୟକାଳୀନ ସମ୍ବର୍ଦ୍ଧନା ସଭାରେ ତାଙ୍କର କାର୍ଯ୍ୟ
Read More...

ସରକାରୀ ଉଚ୍ଚ ପ୍ରଥମିକ ବିଦ୍ୟାଳୟ ତେମେରୀର ବାର୍ଷିକ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଟେମରୀର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ପାଇକମାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନ (ରାଜ୍ୟପାଳ ପୁରସ୍କାର ପ୍ରାପ୍ତ) ମୁଖ୍ୟବକ୍ତା
Read More...

ପଦ୍ମପୁର ଓକିଲ ସଂଘ ନିର୍ବାଚନ : ଆନନ୍ଦ କୁମାର ପଣ୍ଡା ସଭାପତି ଓ ଚିନ୍ମୟ କୁମାର ପଣ୍ଡା ସମ୍ପାଦକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଓକିଲ ସଂଘ କାର୍ଯ୍ୟାଳୟ ଠାରେ ପଦ୍ମପୁର ଓକିଲ ସଂଘର ନୂତନ କର୍ମକର୍ତ୍ତା ମନୋନୀତ କରାଯାଇଛି । ସର୍ବସମ୍ମତି କ୍ରମେ ସଭାପତି ଆନନ୍ଦ କୁମାର ପଣ୍ଡା, ଉପସଭାପତି କେଶବ ସାହୁ, ସମ୍ପାଦକ ଚିନ୍ମୟ କୁମାର ପଣ୍ଡା, ସହସମ୍ପାଦକ ରୋହିତ
Read More...

ହାତୀ ଆକ୍ରମଣରେ ଜଣେ ମୃତ : ଚାରିଦିନ ପରେ ଗାଁ ନିକଟରୁ ଶବ ଉର୍ଦ୍ଧାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ହାତୀ ଆକ୍ରମଣରେ ଜଣେ ମୃତ ହୋଇଥିବା ଦେଖିବାକୁ ମିଳିଛି । ଜଙ୍ଗଲରେ ହାତୀ ଆକ୍ରମଣ କରିଥିବା ଚାରି ଦିନ ପରେ ଶବକୁ ଛେଲି ଚରୁଆଲି‌ ଗାଁ ନିକଟ ଜଙ୍ଗଲରୁ ଶବ ପଡ଼ିଥିବା ଦେଖି ଓ‌ ଗାଁ ଲୋକଙ୍କୁ ଖବର ଦେଇଥିଲେ ଗାଁ ଲୋକେ ତୁରନ୍ତ ବନବିଭାଗକୁ ଖବର ଦେଇଥିଲେ ।
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଫଳାଫଳ ବିଶ୍ଲେଷଣ ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଆଜି ନବମ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀମାନଙ୍କର ପିତାମାତା ଓ ଶିକ୍ଷକ, ଶିକ୍ଷୟିତ୍ରୀ ଏକ ବିଶେଷ ସଭା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଚୂଡ଼ାମଣି ବାରିକଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟକାରୀ ପ୍ରଧାନ
Read More...

ମହିଳା ମହାବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ମହାବିଦ୍ୟାଳୟରେ ୨୦ ଦିନ ଧରି ଚାଲିଥିବା ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରଣୀ ନାଥଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ତାଲିମପ୍ରାପ୍ତ ଛାତ୍ରୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ
Read More...