Browsing Tag

padmapur news

ପଦ୍ମପୁରରେ ଉପଖଣ୍ଡ ସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ

ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କଲେ ଉପ ଜିଲ୍ଲାପାଳ ସ୍ନେହା ଅର୍ଗୁଲା ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଆର୍.ବି.ହାଇସ୍କୁଲ ପଡିଆଠାରେ ୭୯ତମ ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ
Read More...

ଅଭିଭାବକ ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ତୃତୀୟ ଅଭିଭାବକ ବୈଠକ ପ୍ରଧାନ ଶିକ୍ଷକ ଡ଼ ଦ୍ଵାଦଶ କୁମାର ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଶିକ୍ଷୟିତ୍ରୀ ନିରୁପମା ସାହୁ, ସରୋଜ ପ୍ରଧାନ ଦୀପ ପ୍ରଜ୍ୱଳନ କରି ଉଦଘାଟନ
Read More...

ମାଣ୍ଡୋସିଲ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ଶ୍ରୀଅରବିନ୍ଦ ଜୟନ୍ତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ଶିକ୍ଷାକେନ୍ଦ୍ର ସଭାପତି ଗୋକୁଳାନନ୍ଦ ଦଣ୍ଡସନାଙ୍କ ସଭାପତିତ୍ୱରେ ୧୫୩ତମ ଶ୍ରୀଅରବିନ୍ଦ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଥମେ ଶ୍ରୀମା ଶ୍ରୀଅରବିନ୍ଦଙ୍କ
Read More...

୭୯ ତମ ସ୍ୱାଧିନତା ଦିବସ ଓ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ୭୯ତମ ସ୍ୱାଧିନତା ଦିବସ ଓ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି । ଶିଶୁ ମନ୍ଦିର ପରିସରରେ ସମ୍ପାଦକ ଜନକଲାଲ ମେହେର ଦୀପ ପ୍ରଜ୍ୱଳନ ପୂର୍ବକ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡରେ ଅଭିଭାଦନ ଗ୍ରହଣ କରି
Read More...

ଦହିତା ମହାବିଦ୍ୟାଳୟରେ ଗଙ୍ଗାଧର ମେହେର ଜୟନ୍ତୀ

ପରିସ୍ଥିତି ମୁକାବିଲା ଓ ସହନଶୀଳତା ପାଇଁ ମନ୍ତ୍ର ଦିଏ ଗଙ୍ଗାଧର ସାହିତ୍ୟ : ସମ ସ୍ଵରରେ ଛାତ୍ରଛାତ୍ରୀ ଗାଇଲେ ବିଶ୍ୱ ଦେଖ ମଧୁ ମୟରେ ଜୀବନ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁରର ନିକଟସ୍ଥ ବୁଦ୍ଧଦେବ ମେହେର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱଭାବ କବି ଗଙ୍ଗାଧର
Read More...

ଦିଲ୍ଲୀରେ ପାଳିତ ସ୍ଵାଧିନତା ଦିବସ ଉତ୍ସବରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେବେ ପ୍ରକୃତିବନ୍ଧୁ ବିଭୁତି ଭୁଷଣ ମୁଣ୍ଡ

ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ଶା ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜର୍ଜଗଡ ଗ୍ରାମର ପ୍ରକୃତିବନ୍ଧୁ ବିଭୂତି ଭୂଷଣ ମୁଣ୍ଡ ବିଶିଷ୍ଟ ଅତିଥି ଭାବେ ନୂଆଦିଲ୍ଲୀ ସ୍ଥିତ ୭୯ତମ ସ୍ଵାଧୀନତା ଦିବସ ସମାରୋହରେ ସାମିଲ
Read More...

ପାଇକମାଲରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା ପଦଯାତ୍ରା କାର୍ଯ୍ୟକ୍ରମ

ଜାତୀୟ ପତାକାର ମାନ ରଖିବା ପାଇଁ ଦେଶର ନାଗରିକଙ୍କ କର୍ତ୍ତବ୍ୟ : ବିଡ଼ିଓ ଶ୍ରୀ ଓଦୁ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ମଣ୍ଡଳ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ
Read More...

ପଦ୍ମପୁରରେ ଆତ୍ମଦାହ ବିରୁଦ୍ଧରେ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଛାତ୍ରୀମାନଙ୍କ ପାଇଁ ପଦ୍ମପୁର ଥାନା ଆନୁକୂଲ୍ୟରେ ଆତ୍ମଦାହ ବିରୁଦ୍ଧରେ ସଚେତନତା କାର୍ଯ୍ୟକ୍ରମ ରଖାଯାଇଥିଲା । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ
Read More...

ଡୁଡୁକିଝରିଆ ଜଙ୍ଗଲରୁ ଝୁଲନ୍ତା ଶବ ଉଦ୍ଧାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଡୁଡ଼କିଝୁରିଆ ଗ୍ରାମ ନିକଟସ୍ଥ ଜଙ୍ଗଳରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରିଛି ପାଇକମାଳ ପୋଲିସ । ତେବେ ମୃତ ଯୁବକ ସେହି ଗ୍ରାମର ଚନ୍ଦ୍ରଶେଖର ଭୋଇ ବୋଲି ଜଣା ପଡ଼ିଥିବା ବେଲେ, ଗତ କିଛି ଦିନ ହେଲା ତାଙ୍କର
Read More...

ସଫଳ ହେଉଛି ଆସ ସ୍କୁଲ ଯିବା ଅଭିଯାନ

ସିଆରସିସିଙ୍କ ପ୍ରୟାସରେ ମୁଖ୍ୟ ସ୍ରୋତରେ ସାମିଲ ହେଲେ ୬ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟର ସିଆରସିସି ଦିବସ କୁମାର ସାହୁଙ୍କ ନେତୃତ୍ୱରେ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ପ୍ରତ୍ୟେକ ଯୋଜନା ନିଜ
Read More...