Browsing Tag

padmapur news

ମାନସିଂହ ସାହିତ୍ୟ ସଂସଦର ଏକବିଂଶତମ କବିତା ଆସର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସଭାପତି ବିଷ୍ଣୁ ପ୍ରସାଦ ଦଳେଇଙ୍କ ସଭାପତିତ୍ୱରେ ଗତକାଲି ସନ୍ଧ୍ୟା ସମୟରେ ମାନସିଂହ ସାହିତ୍ୟ ସଂସଦ, ନନ୍ଦଳା, ପୁରୀ ଆନୁକୂଲ୍ୟରେ ଏକବିଂଶତମ ରାଜ୍ୟସ୍ତରୀୟ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ସମ୍ପାଦକ ଲଳିତ କୁମାର ସ୍ୱାଇଁ ସମସ୍ତଙ୍କୁ ସ୍ୱାଗତ କରିଥିଲେ…
Read More...

ଗିରି ଗୋବର୍ଦ୍ଧନ ପୀଠରେ ଭାଗବତ ଜନ୍ମ ଓ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଚିଖିଲି ଗ୍ରାମ ପଞ୍ଚାୟତର କମଲପଦର ସ୍ଥିତ ଗିରି ଗୋବର୍ଦ୍ଧନ ପୀଠରେ ଭାଗବତ ଜନ୍ମ ଓ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଭୀଷ୍ମଦେବ ପଣ୍ଡା ତାଙ୍କ ପତ୍ନୀ ପଦ୍ମାସିନୀ ପଣ୍ଡା କର୍ତ୍ତା ଦାୟିତ୍ଵ…
Read More...

ଶିକ୍ଷକ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଯମରତଲା ସରକାରୀ ଅପ୍‌ଗ୍ରେଡ଼ ଉଚ୍ଚ ବିଦ୍ୟାଳୟରେ ଏସଏମସି ଚେୟାରପର୍ସନ ଦଶରଥ ବରିହାଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ରଘୁନାଥ ପୁରୀ ବୈଠକର ଉର୍ଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ପ୍ରଧାନ ଶିକ୍ଷକ…
Read More...

ଲିଖିତ ପ୍ରତିଶୃତି ପରେ ଆନ୍ଦୋଳନରୁ ଓହରିଲେ ଖଟିଖିଆ ସଂଘ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଖଟିଖିଆ ସଂଘ ତରଫରୁ ଗତ ୨୩ ତାରିଖରୁ ଝାରବନ୍ଧ ବ୍ଲକ ସାମ୍‌ନାରେ ଦୀର୍ଘ ୧୭ ଦିନ ଧରି ଆନ୍ଦୋଳନ ଚାଲୁଥିଲା । ପେକ୍ସରେ ଲକ୍ଷ ଲକ୍ଷ ଟଙ୍କା ଦୁର୍ନୀତି, ଆବାସ ଯୋଜନା ବିନା ଘର କରି ପଇସା ଉଠାଇବା, ମନରେଗା ଯୋଜନାରେ ଯିଏ କାମ କରି ନାହାନ୍ତି ତାଙ୍କ ନାଁରେ…
Read More...

ପ୍ରଶିକ୍ଷଣ ଓ ଜ୍ଞାନ ସଂସ୍କାରରେ ଯୋଗ ଦେଲେ ବ୍ଲକ କଳା ସଂସ୍କୃତି ସଂଘ ଉପସଭାପତି ଲଲିତ ଜଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କଳା ସଂସ୍କୃତି ସଂଘ ଉପସଭାପତି ତଥା କଳାକାର ମହାସଂଘ ସାଧାରଣ ସମ୍ପାଦକ ଲଲିତ ଜଗତ ଭୁବନେଶ୍ୱର ଭଞ୍ଜ କଳା ମଣ୍ଡପଠାରେ ଓଡିଶା ସରକାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ଆୟୋଜିତ ହୋଇଥିବା ବ୍ଲକ କଳା…
Read More...

ଡ. ସଞ୍ଜୟ ପଣ୍ଡାଙ୍କୁ ରାଜ୍ୟର ପ୍ରଥମ ଶ୍ରେଷ୍ଠ ଯୋଗାସନ କ୍ରୀଡା ବିଚାରକ ପୁରସ୍କାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଯୋଗାସନ କ୍ରୀଡା ସଂଘ, ଓଡ଼ିଶା (ୱାଇଏସ୍‌ଏଓ) ହେଉଛି ଭାରତ ସରକାରଙ୍କ ଯୁବ କାର୍ଯ୍ୟକ୍ରମ ଓ ଖେଳ ମନ୍ତ୍ରଣାଳୟ ଦ୍ୱାରା ସ୍ୱୀକୃତିପ୍ରାପ୍ତ ଜାତୀୟ ଯୋଗାସନ କ୍ରୀଡା ସଂଘ (ଏନ୍‌ୱାଇଏସ୍‌ଏଫ) ଦ୍ୱାରା ମାନ୍ୟତାପ୍ରାପ୍ତ ଅନୁଷ୍ଠାନ । ୱାଇଏସ୍‌ଏଓ ପକ୍ଷରୁ…
Read More...

ବ୍ରାହ୍ମଣଡିହି ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମରେ ଦୁଲୁକିଲା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ବ୍ରାହ୍ମଣଡିହି ଯୁବ ତାରକା ଅନୁଷ୍ଠାନ ଯୁବକମାନଙ୍କ ଦ୍ୱାରା ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବରଗଡ ସାଂସଦ…
Read More...

ସର୍ଗିବାହାଲ ସରସ୍ୱତୀ ଶିଶୁ ମନ୍ଦିରରେ ଗୁରୁଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ସୋମବାର ଦିନ ପଦ୍ମପୁର ବ୍ଲକ୍ ଅନ୍ତର୍ଗତ ସର୍ଗିବାହାଲ ସରସ୍ୱତୀ ଶିଶୁ ମନ୍ଦିରଠାରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜୟନ୍ତୀ ଓ ଗୁରୁଦିବସ ଉତ୍ସବ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଆଦିବାସୀ ଉଚ୍ଚ ବିଦ୍ୟାଳୟ ଅବସରପ୍ରାପ୍ତ…
Read More...

ବିଶିପାଲି ଗ୍ରାମରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବିଶିପାଲି ଗ୍ରାମରେ ଜୟ ଜଗନ୍ନାଥ କ୍ଲବ ତରଫରୁ ମହାଆଡମ୍ବରରେ ନୂଆଁଖାଇ ଭେଟ୍‌ଘାଟ୍‌ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଶିରୀଶ ବହିଦାର, ଆଶିଷ ବହିଦାର, ସମ୍ମାନିତ ଅତିଥି…
Read More...

ପଦ୍ମପୁର ବିଜେପି ବରିଷ୍ଠ କାର୍ଯ୍ୟକର୍ତ୍ତା ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶା ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ପୀଠ ସ୍ଥିତ ବିନ୍ଧ୍ୟବାସିନୀ ଯାତ୍ରୀ ନିବାସଠାରେ ଭାରତୀୟ ଜନତା ପାର୍ଟି ପଦ୍ମପୁର ନିର୍ବାଚନ ମଣ୍ଡଳୀସ୍ତରୀୟ ବରିଷ୍ଠ କାର୍ଯ୍ୟକର୍ତ୍ତା ଓ ପଦାଧିକାରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ…
Read More...