Browsing Tag

padmapur news

ବେହେରାପାଲିରେ ବସନ୍ତ ମହୋତ୍ସବ : ପୂଜ୍ୟ ପୂଜା କରି ସରସ୍ୱତୀ ପୂଜା କଲେ ଗ୍ରାମବାସୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ସୋହେଲା ବ୍ଲକ ଅନ୍ତର୍ଗତ କନଗାଁ ପଞ୍ଚାୟତ ବେହେରାପାଲି ଗ୍ରାମ ଠାରେ ବସନ୍ତ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରତିବର୍ଷ ସରସ୍ୱତୀ ପୂଜା ଠାରୁ ତିନିଦିନ ଧରି ଆୟୋଜିତ ହେଉଥିବା ଏହି ଉତ୍ସବ କୋଭିଡ କଟକଣା ଯୋଗୁଁ ଦୁଇ ଦିନରେ ସୀମିତ
Read More...

ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ବିଜେପିର ନିର୍ବାଚନ ଜମୁଛି ପ୍ରଚାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ବିଜେପିର ନିର୍ବାଚନ ପ୍ରଚାର ଜମିବାରେ ଲାଗିଛି । ପଦ୍ମପୁର ପୂର୍ବତନ ବିଧାୟକ ତଥା ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତଙ୍କ ନେତୃତ୍ବରେ ପାଇକମାଲ, ଝାରବନ୍ଧ, ରାଜବୋଡାସମ୍ବର ୩ଟି ବ୍ଲକର
Read More...

ରାଜବୋଡାସମ୍ବର କୃଷକ ସଙ୍ଗଠନର ପଞ୍ଚାୟତ ସ୍ତରୀୟ କମିଟି ଗଠନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଗାଇସିଲେଟ ବ୍ଲକର ଜାମୁଟପାଲି ଗ୍ରାମ ପଞ୍ଚାୟତର ଚାଷୀମାନଙ୍କୁ ନେଇ ଆଜି ଗଣେଶ ରାମ ସାହୁଙ୍କ ଅଧ୍ୟକ୍ଷତାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । । ଏହି ସଭାରେ ରାଜବୋଡାସମ୍ବର କୃଷକ ସଙ୍ଗଠନର ପଂଚାୟତ ସ୍ତରୀୟ ଗଠନ କରିବା
Read More...

ପଦ୍ମପୁର ଗୋୟଲ ଟ୍ରେଡର୍ସରେ ସିଟି ଏଣ୍ଡ ଜିଏସଟି ଟିମ୍‌ର ଚଢ଼ାଉ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବସନା ରାସ୍ତାରେ ଥିବା ଗୋୟଲ ଟ୍ରେଡର୍ସରେ ବରଗଡ଼ ଓ ସମ୍ବଲପୁର ସିଟି ଏଣ୍ଡ ଜିଏସଟି ଟିମ୍‌ ମିଳିତ ଚଢ଼ାଉ କରିଛି । ଜିଏସଟି ଏସିଷ୍ଟାଣ୍ଡ କମିଶନର ରଜନୀକାନ୍ତ ସେଠଙ୍କ ନେତୃତ୍ୱରେ ଟିମ୍‌ ଆଜି ଦିନ ପ୍ରାୟ ୧୧ଟା ସମୟରେ ଚଢ଼ାଉ ଆରମ୍ଭ କରିଛନ୍ତି ।
Read More...

ଜୀବନ ବଞ୍ଚେଇଲା ଟ୍ୱିଟର ଗାର୍ଲଙ୍କ ଗୋଟିଏ ଟ୍ୱିଟ : ତେଲେଙ୍ଗାନାରୁ ଉଦ୍ଧାର ହେଲେ ନିଖୋଜ ଥିବା ପ୍ରବାସୀ ଶ୍ରମିକ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗତକାଲି ସୁଦୁର ତେଲେଙ୍ଗାନା ରାଜ୍ୟର ପେଦାପଲ୍ଲୀ ଅଞ୍ଚଳରେ ଦୁଇଜଣ ପ୍ରବାସୀ ଶ୍ରମିକଙ୍କ ଜୀବନ ବିପଦରେ ଥିଲା ଠିକ ସେହି ସମୟରେ ବରଗଡ଼ ଜିଲ୍ଲା ପାଇକମାଲ ଅଞ୍ଚଳର ଟ୍ୱିଟର ଗାର୍ଲଙ୍କ ଗୋଟିଏ ଟ୍ୱିଟ ଯୋଗୁଁ ସୁରକ୍ଷିତ ଭାବେ ଘରକୁ ଫେରୁଛନ୍ତି ଦୁଇଜଣ ପ୍ରବାସୀ
Read More...

କୈଳାଶ ଚନ୍ଦ୍ର ବରିହାଙ୍କ ଅକାଳ ବିୟୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ହନୁମାନ ପଡା ବାସିନ୍ଦା କୈଳାଶ ଚନ୍ଦ୍ର ବରିହା (ବାବୁଲୁ)ଙ୍କ ୪୬ ବର୍ଷ ବୟସରେ ଗତକାଲି ତାଙ୍କର ଅକାଳ ବିୟୋଗ ହୋଇଯାଇଛି । ସେ ଦୀର୍ଘ ଦିନ ହେଲା ଅସୁସ୍ଥ ଥିଲେ ଏବଂ ତାଙ୍କୁ ଚିକିତ୍ସା ପାଇଁ କଟକ ନେଉଥିବା ସମୟରେ ରାସ୍ତାରେ ତାଙ୍କ ମୃତ୍ୟୁ
Read More...

ପ୍ରଚାର ମଇଦାନରେ ଯୁବ ସାମ୍ବାଦିକ ରିଙ୍କୁ ଦେବତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆସୁଛି ପଞ୍ଚାୟତ ନିର୍ବାଚନ ଜମୁଛି ପ୍ରାର୍ଥୀଙ୍କ ପ୍ରଚାର । କେଉଁ ପ୍ରାର୍ଥୀ ସୋସିଆଲ ମିଡ଼ିଆରେ ପ୍ରଚାର କରୁଥିବା ବେଳେ କେଉଁ ପ୍ରାର୍ଥୀ ଘରଘର ବୁଲି ପୁସିଂ କାର୍ଡ ଦେଇ ଭୋଟରଙ୍କୁ ବୁଝାଇବାକୁ ପ୍ରୟାସ କରୁଛନ୍ତି । ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ
Read More...

ସାପ୍ତାହିକ ବଜାର ସ୍ଥାନାନ୍ତରଣ କଲେ ତହସିଲଦାର

ପଦ୍ମପୁର, (ନିରୋଜ କୁମାର ପାଣୀ) : କୋଭିଡ କଟକଣା, ପଞ୍ଚାୟତ ନିର୍ବାଚନ ଏବଂ ଆଜି ବରଗଡ଼ ଜିଲ୍ଲାପାଳଙ୍କ ଗାଇସିଲେଟ ଗ୍ରସ୍ତକୁ ଦୃଷ୍ଟିରେ ରଖି ଭୋର ୪ଟା ସମୟରୁ ଗାଇସିଲେଟ ତହସିଲଦାର ମନୋଜ ଦେବତା ଗୁଦେରପାଲି ଛକକୁ ପହଞ୍ଚି ସାପ୍ତାହିକ ପରିବା ବଜାରକୁ କଲେଜ ପଡିଆକୁ ସ୍ଥାନାନ୍ତରିତ କରିଥିଲେ
Read More...

ଇଲେଭେନ୍‌ ଷ୍ଟାର କ୍ରିକେଟ କପ୍‌ : ସେମିରେ ପଦ୍ମପୁର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ ଦହିତା ସ୍କୁଲ ପଡ଼ିଆରେ ଇଲେଭେନ୍‌ ଷ୍ଟାର ଦ୍ଵାରା ଆୟୋଜିତ ୧୧ତମ ଇଲେଭେନ୍‌ କପ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିନ ପ୍ରଥମ ମ୍ୟାଚରେ ବୁଡେନ ଦଳ ଦହିଁଗାଁ ଦଳକୁ ହରାଇ ଏବଂ ଦ୍ୱିତୀୟତୀୟ ମ୍ୟାଚରେ ପଦ୍ମପୁର ଦଳ ଖଲିଆପାଲି ଦଳକୁ
Read More...

ବିଜେପିର ଜନ ସଂପର୍କ ଯାତ୍ରା : ବିଜୁ ଯୁବ ବାହିନୀ ପ୍ରମୁଖ, ଗାଁ ଗୌନ୍ତିଆ ବିଜେଡି ନେତା ବିଜେପିରେ ସାମିଲ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି ତରଫରୁ ଝାରବନ୍ଧ ବ୍ଲକରେ ତ୍ରିସ୍ତରୀୟ ଗ୍ରାମ ପଞ୍ଚାୟତ ନିର୍ବାଚନରେ ବିଜେପି ଜିଲ୍ଲା ପରିଷଦ ପ୍ରାର୍ଥୀ, ସରପଞ୍ଚ, ସମିତିସଭ୍ୟ ପ୍ରାର୍ଥୀ ମାନଙ୍କୁ ବିଜୟୀ କରିବା ପାଇଁ ଏକ ଜନ ସଂପର୍କ ଯାତ୍ରା ସହ ହରଡାଟାଲ ଗ୍ରାମରେ ଯୁବନେତା
Read More...