ତାଲପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ତାଲପାଲି ହସ୍ପିଟାଲର ନୂତନ ଗୃହରେ ଅବସର ଗ୍ରହଣ କରିଥିବା ଡୋଲାମଣି ପ୍ରଧାନଙ୍କୁ ବିଦାୟୀ ସମ୍ବର୍ଦ୍ଧନା ପୂର୍ବକ ମାନପତ୍ର ଏବଂ ଉତ୍ତରୀୟ ପ୍ରଦାନ କରାଯାଇଥିଲା ଏବଂ ନୂତନ ଭାବେ କାର୍ଯ୍ୟରେ ଯୋଗଦାନ କରିଥିବା ଡ଼ାକ୍ତର ସିଦ୍ଧାନ୍ତ ପ୍ରଧାନ!-->…
Read More...
Read More...