ପଦ୍ମପୁରରେ ଜଙ୍ଗଲ ନିଆଁ ନିରାକରଣ ସଚେତନତା ଶିବିର
ପଦ୍ମପୁର, (ନିରୋଜ କୁମାର ପାଣୀ) : ଗତକାଲି ଓଡ଼ିଶା ସରକାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ନିର୍ଦ୍ଦେଶରେ ପଦ୍ମପୁର ବନାଞ୍ଚଳ ବରଗଡ଼ ବନଖଣ୍ଡ ତରଫରୁ ଜଙ୍ଗଲ ନିଆଁ ନିରାକରଣ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ପଦ୍ମପୁର ରେଞ୍ଜର ପୂର୍ଣ୍ଣ ଚନ୍ଦ୍ର ମହନ୍ତ ପରିଚାଳନା କରି!-->…
Read More...
Read More...