Browsing Tag

padmapur news

ଉଦୟନାଥ ଫର୍ଣ୍ଣିଚରର ମାସିକ କିସ୍ତି ଯୋଜନାର ୧୩ତମ ଲକି ଡ୍ର’ ଉଠାଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଉଦୟନାଥ ଫର୍ଣ୍ଣିଚରର ମାସିକ କିସ୍ତି ଯୋଜନାର ୧୩ତମ ଲକି ଡ୍ର' ଗତକାଲି ସନ୍ଧ୍ୟାରେ ଉଠାଣ ହୋଇ ଯାଇଛି । ଏହି ଉଠାଣର ବିଜେତା ହେଉଛନ୍ତି ନୂଆପଡ଼ା ନିବାସୀ ସୌମ୍ୟରଞ୍ଜନ ସାହୁ । ଏହି ଉଠାଣ କାର୍ଯ୍ୟକ୍ରମରେ ଦେବାଶିଷ ପଟ୍ଟନାୟକ, ସୁକାନ୍ତ ବହିଦାର,…
Read More...

ବରିଷ୍ଠ ନାଟ୍ୟକାର ରାଜେନ୍ଦ୍ର କୁମାର ମହାନ୍ତି ସମ୍ମାନିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଗୋପାଳଜୀ ମନ୍ଦିର ପରିସରରେ ସାତ ଦିନ ବ୍ୟାପି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରତିଦିନ ସଂକୀର୍ତ୍ତନ ପ୍ରବଚନ ଓ ଭଜନ ସମାରୋହ ଅନୁଷ୍ଠିତ ହୋଇଥିଲା । ଶହ ଶହ ଶ୍ରଦ୍ଧାଳୁ ଏହାକୁ ଉପଭୋଗ କରିଥିଲେ । ମୋ କଣ୍ଠେ ଜଗନାଥର…
Read More...

ଟେମରି ଉଚ୍ଚ ବିଦ୍ୟାଳୟରେ ପାଳନ ହେଲା ବନ ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ ଅନ୍ତର୍ଗତ ଟେମରି ଉଚ୍ଚ ବିଦ୍ୟାଳୟ, ଟେମରିରେ ବନ ମହୋତ୍ସବ ପାଳନ କରାଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡୋଳାମଣି ଭୋଇଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପାଇକମାଳ ବନଖଣ୍ଡର…
Read More...

ବାପୁଜୀ ସ୍ୱେଚ୍ଛାସେଵୀ ସଂଗଠନ କଲେ ବୃକ୍ଷ ରୋପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆବାହାନ କାଲରୁ ଶୁଣାହୋଇ ଆସୁଛି 'ଜଳ ହିିଁ ଜୀବନ' ଏଵେ ତା ସାଙ୍ଗକୁ ଶୁଣା ଗଲାଣି 'ବୃକ୍ଷ ହିଁ ଜୀବନ' । କଥାଟା ମିଛ ନୁହେଁ କାରଣ ବୃକ୍ଷ ନ ରହିଲେ ପ୍ରାଣୀ ମୂହୁର୍ତ୍ତେ ମଧ୍ୟ ବଞ୍ଚିପାରିବ ନାହିଁ । ବରଗଡ଼ ଜିଲ୍ଲାର ପଦ୍ମପୁର ବ୍ଲକ ଅନ୍ତର୍ଗତ…
Read More...

ତ୍ରିଲୋଚନ ନେତ୍ରାଳୟ ପକ୍ଷରୁ ସମାଜସେବୀ ଏବଂ ଯୁବ ସାମ୍ବାଦିକ ସମ୍ବର୍ଦ୍ଧିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଗତ ଦଶ ବର୍ଷରୁ ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଗୁଦେରପାଲି ଅଞ୍ଚଳରେ ସମାଜସେବୀ ମୁକେଶ ମୁରାରୀ କେଡିଆଙ୍କ ଉଦ୍ୟମ ଓ ତ୍ରିଲୋଚନ ନେତ୍ରାଳୟ ସମ୍ବଲପୁର ତରଫରୁ ମାଗଣା ଚକ୍ଷୁ ପରୀକ୍ଷା ଏବଂ ମୋତିଆବିନ୍ଦୁ ଅସ୍ତ୍ରୋପଚାର ହୋଇ ଆସୁଛି । ଗତକାଲି…
Read More...

ଯୁବ ସାମ୍ବାଦିକ ମନୋହର ଦାଶଙ୍କ ମାତୃ ବିୟୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଲଉଡିଦର୍ହା ନିବାସୀ ଯୁବ ସାମ୍ବାଦିକ ମନୋହର ଦାଶଙ୍କ ମାତୃ ବିୟୋଗ ହୋଇଯାଇଛି । ୮୫ ବର୍ଷ ବୟସ୍କା ଦ୍ରୋପଦୀ ଦାଶ ହଠାତ୍‌ ଅସୁସ୍ଥ ଅନୁଭବ କରିଥିଲେ । ତାଙ୍କୁ ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ ଉଦ୍ୟମ…
Read More...

ପୋଷ୍ୟ ସ୍କୁଲରେ ବନମହୋତ୍ସବ ପାଳନ କଲେ ଟ୍ୱିଟର ଗାର୍ଲ ଦୀପା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଟେମରି ଗ୍ରାମର ସ୍ଵେଚ୍ଛାସେବୀ ଦୀପା ବାରିକ ନିଜେ ପଢ଼ିଥିବା ସ୍କୁଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଟେମରିକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିବା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପରିବେଶ ସମ୍ବନ୍ଧୀୟ ସଚେତନତା…
Read More...

ଏଚ୍‌ଡିଏଫ୍‌ସି କମ୍ପାନୀ ଚଞ୍ଚକତା କରି ବରଗଡ ଜିଲ୍ଲାର ୭୦ ହଜାରରୁ ଅଧିକ ଚାଷୀଙ୍କ ପଞ୍ଜିକୃତ ଫସଲ ରିଜେକ୍ଟ କରିଛି,…

ପ୍ରଧାନମନ୍ତ୍ରୀ ଫସଲ ବୀମା ଟଙ୍କା ତୁରନ୍ତ ପ୍ରଦାନ ପାଇଁ ଓଡିଶା କୃଷି ସଚିବଙ୍କୁ ଭେଟି ଆଲୋଚନା କଲେ କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ତଥା ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଆଜି…
Read More...

ପଣ୍ଡିତ ଆନନ୍ଦ ପାଢ଼ୀଙ୍କ ସପ୍ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଣ୍ଡିତ ଆନନ୍ଦ ପାଢ଼ୀଙ୍କର ସପ୍ତମ ଶ୍ରଦ୍ଧାଞ୍ଜଳି ତିଥି ଛିନ୍ଦେଇକେଲା ଗ୍ରାମଠାରେ ଅନୁଷ୍ଠିତ ହୋଇ ଯାଇଛି । ଏକ ନିରାଡ଼ମ୍ବର ପରିବେଶରେ ଯଜମାନ ତଥା ଭକ୍ତଙ୍କ ଉପସ୍ଥିତିରେ ସ୍ୱର୍ଗତ ଶ୍ରୀ ପାଢ଼ୀଙ୍କର ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପୂର୍ବକ ତାଙ୍କର…
Read More...

ବିନ୍ଧ୍ୟବାସିନୀ ମହାବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଅମର ସିଂ କୁମ୍ଭାରଙ୍କୁ ବିଦାୟ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟ ବାସିନୀ ଡ଼ିଗ୍ରୀ ମହାବିଦ୍ୟାଳୟର ବୟୋଜ୍ୟେଷ୍ଠ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅମର ସିଂ କୁମ୍ଭାରଙ୍କ ଅବସର ଉପଲକ୍ଷେ ମହାବିଦ୍ୟାଳୟର ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ…
Read More...