ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ ଅରିନ୍ଦମ ଦାଶ ଓ ଓଡ୍ରାଫ୍ କର୍ମଚାରୀ ସୀତାରାମ ମୁର୍ମୁଙ୍କ ସ୍ମୃତିରେ ରକ୍ତଦାନ ଶିବିର
ବରଗଡ, (ନିରୋଜ କୁମାର ପାଣୀ) : ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ ଅରିନ୍ଦମ ଦାଶ ଓ ଓଡ୍ରାଫ୍ କର୍ମଚାରୀ ସୀତାରାମ ମୁର୍ମୁଙ୍କ ସ୍ମୃତିରେ ଏକ ରକ୍ତ ଦାନ ଶିବିର ଆୟୋଜନ କରି ଜାତୀୟ ରକ୍ତଦାନ ଦିବସ ପାଳନ କଲା ନିଷ୍ଠା ପରିବାର । ଏଥିରେ ମୁଖ୍ୟ ଅତିଥି ଭାବରେ ପାର୍ବତୀ ଗିରି ବୃଦ୍ଧାଶ୍ରମ ମୁଖ୍ୟ!-->…
Read More...
Read More...