Browsing Tag

padmapur news

ବରପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ କାଂସଡା ଗ୍ରାମ ପଞ୍ଚାୟତ ବରପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଗଣିତ ଓ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଧି ମେହେରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ଏବଂ
Read More...

କରଣ ସମାଜ ପଦ୍ମପୁର ତରଫରୁ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ଦେବଙ୍କର ପୂଜନୋତ୍ସବ ସମ୍ପନ୍ନ

ପଦ୍ମପୁର, (ନିରୋଜ କୁମାର ପାଣୀ) : କରଣ ସମାଜର ପୂଜ୍ୟ ଆର୍ଯ୍ୟ ଦେବ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ଦେବଙ୍କର ପୂଜନୋତ୍ସବ ଭବ୍ୟ ସମାରୋହରେ ସମ୍ପନ୍ନ ହୋଇଯାଇଛି । ପଦ୍ମପୁର ସ୍ଥାନୀୟ ଟାଉନ ହଲ ଠାରେ ଆୟୋଜିତ ଏହି ପୂଜନୋତ୍ସବ ଏବଂ ବାର୍ଷିକ ବୈଠକରେ ଅଞ୍ଚଳର ସମସ୍ତ କରଣ ସମାଜ ପରିବାରର ସଦସ୍ୟ ଯୋଗ
Read More...

ମା’ ଶ୍ୟାମା କାଳୀ ପୂଜା ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗତ ଅକ୍ଟୋବର ୨ ତାରିଖ ବୁଧବାର ଦିନ ଅପରାହ୍ନ ସମୟରେ ପଦ୍ମପୁର ହନୁମାନପଡ଼ା ସ୍ଥିତ ହନୁମାନ ମନ୍ଦିର ପ୍ରାଙ୍ଗଣରେ ଆସନ୍ତା କାଲିପୂଜା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗତ ବର୍ଷର ଆୟବ୍ୟୟ ପଠନ ସହିତ ଆସନ୍ତା ଅକ୍ଟୋବର ୩୧ ତାରିଖରୁ
Read More...

ପୁନେରେ ପ୍ରବାସୀ ପଶ୍ଚିମ ଓଡ଼ିଶାବାସୀଙ୍କ ନୂଆଁଖାଇ ଭେଟ୍‌ଘାଟ୍‌ ଧୁମଧାମରେ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମହାରଷ୍ଟ୍ର ପୁନେରେ ରହୁଥିବା ପ୍ରବାସୀ ପଶ୍ଚିମ ଓଡ଼ିଶାର ସମସ୍ତ ପରିବାର ମିଶି ନୂଆଁଖାଇ ଭେଟ୍‌ଘାଟ୍‌ ବହୁତ ଖୁସିରେ ଧୁମଧାମରେ ପାଳନ କରିଛନ୍ତି । ଓଡ଼ିଶାର ମହାନ ଗଣପର୍ବ । ଏହି ନିଆରା କୃଷି ଭିତ୍ତିକ ପର୍ବରେ ପ୍ରବାସୀ ପଶ୍ଚିମ ଓଡ଼ିଶାବାସୀ ଓଡ଼ିଶା
Read More...

ବାଡି ଅଗଣାରେ କୁକୁଡ଼ା ପାଳନ ତାଲିମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମହାଶକ୍ତି ଫାଉଣ୍ଡେସନ ଓ ଏଲ୍ ଟି ମାଇଣ୍ଡ ଟ୍ରୀ ଆନୁକୁଲ୍ୟରେ ପାଇକମାଲ ବ୍ଳକ ଜାମସେଠ ପଞ୍ଚାୟତରେ କୁକୁଡ଼ା ପାଳନ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଝିଟିକି, ବରତୁଣ୍ଡା, ମିଠାପାଲି, ଜାମସେଠ ଓ ଛିନ୍ଦେଇକେଲାର ପ୍ରାୟ ୩୦ରୁ ଅଧିକ ହିତାଧିକାରୀ
Read More...

ଡୁଙ୍ଗୁରିପାଲି ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ଆଲୋଚନା ଚକ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଡୁଙ୍ଗୁରିପାଲି ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଅଭିମନ୍ୟୁ ସାହୁଙ୍କ ସଭାପତିତ୍ୱରେ ବ୍ଳକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର କୃତ୍ରିମ ବୁଦ୍ଧିମତା (ଏଆଇ) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି
Read More...

ଜୟ କିଶାନ ଆନ୍ଦୋଳନର ସଚେତନ ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଚେତନା ଶ୍ରମିକ ସଂଘ ପାଇକମାଲରେ ଜୟ କିଶାନ ଆନ୍ଦୋଳନ ସଭାପତି ବିଶ୍ଵନାଥ ରଣାଙ୍କ ସଭାପତିତ୍ୱରେ ପାଇକମାଲ, ଝାରବନ୍ଧ, ପଦ୍ମପୁର ବ୍ଲକର ଜୟକିଷାନ ଆନ୍ଦୋଳନର କର୍ମକର୍ତ୍ତା ଉପସ୍ଥିତ ରହି କୃଷକ ଚେତନା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଶ୍ଚିମ ଓଡ଼ିଶା
Read More...

ପରବାସୀ କୁଟୁମ୍‌ର ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ବ୍ଲକ ପଡ଼ା ଗ୍ରାମରେ ପରବାସୀ କୁଟୁମ୍‌ର ୧୦ମ ନୂଆଁଖାଇ ଭେଟ୍‌ଘାଟ୍‌ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସୋମବାର ଦିନବ୍ୟାପୀ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ କବି,
Read More...

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋଏଲ ଏବଂ
Read More...

ପଦ୍ମପୁର ଓକିଲ ସଂଘ ତରଫରୁ ୩୦୦ ଶଯ୍ୟା ବିଶିଷ୍ଟ ଡ଼ାକ୍ତରଖାନା ଏବଂ ଏକ ମେଡ଼ିକାଲ କଲେଜ ପ୍ରତିଷ୍ଠା ପାଇଁ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରରେ ୩୦୦ ଶର୍ଯ୍ୟା ବିଶିଷ୍ଟ ଡ଼ାକ୍ତରଖାନା ଏବଂ ଏକ ମେଡ଼ିକାଲ କଲେଜ ସ୍ଥାପନ ଉଦ୍ଦେଶ୍ୟରେ ଆଜି ଓକିଲ ସଂଘ, ପଦ୍ମପୁରର ସଭାପତି ଆନନ୍ଦ କୁମାର ପଣ୍ଡା ଓ ସମ୍ପାଦକ ଚିନ୍ମୟ କୁମାର ପଣ୍ଡାଙ୍କ ନେତୃତ୍ୱରେ ଅତିରିକ୍ତ ଜିଲ୍ଲାପାଳ, ପଦ୍ମପୁରଙ୍କ ଜରିଆରେ
Read More...