Browsing Tag

padmapur news

ବରଗଡ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ହେଲେ ଯୁବନେତା ଶ୍ରୀକାନ୍ତ ମିଶ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଭାବେ ଯୁବନେତା ଶ୍ରୀକାନ୍ତ ମିଶ୍ରଙ୍କୁ ଦାୟିତ୍ବ ପ୍ରଦାନ କରାଯାଇଛି । ଭାରତୀୟ ଜନତା ପାର୍ଟି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ବରଗଡ ଜିଲ୍ଲା ଭାରତୀୟ ଜନତା ପାର୍ଟି ସଭାପତି ଅଶ୍ୱିନୀ
Read More...

ପେଣ୍ଟିଂ ଏବଂ ହସ୍ତ କଳାରେ ପାରଙ୍ଗମ ସୃଷ୍ଟିଲେଖା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ପହଣ୍ଡି ଗ୍ରାମର ସୃଷ୍ଟିଲେଖା ପୁରୋହିତ ହସ୍ତକଳାରେ ତାଙ୍କର ପାରଦର୍ଶିତା ପ୍ରତିପାଦନ କରିବା କ୍ଷେତ୍ରରେ ଆଗେଇ ଚାଲିଛନ୍ତି । ଚମତ୍‌କାର ହସ୍ତ କଳାରେ ନିପୁଣା ସୃଷ୍ଟିଲେଖା ପିଲା ଦିନରୁ ହସ୍ତ ଶିଳ୍ପ ପ୍ରତି ବେଶ୍‌ ଆଗ୍ରହୀ ଥିଲେ ।
Read More...

ନାଟ୍ୟ ଅଭିନୟ ମାଧ୍ୟମରେ ରାମ ମନ୍ଦିର ନିର୍ମାଣ ପାଇଁ ନିଧି ସଂଗ୍ରହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ଅନ୍ତର୍ଗତ ମାଣ୍ଡୋସିଲ ଗ୍ରାମରେ ନିଧି ପ୍ରମୁଖ ଲଲିତ ଜଗତଙ୍କ ନେତୃତ୍ବରେ ଶ୍ରୀରାମଙ୍କ ପରମ ଭକ୍ତ ହନୁମାନ ଗାଁର ପ୍ରତ୍ୟେକ ଘରକୁ ଘର ବୁଲି ଅଯୋଧ୍ୟାରେ ନିର୍ମାଣ ହେଉଥିବା ଶ୍ରୀରାମ ମହାପ୍ରଭୁଙ୍କ ମନ୍ଦିର ପାଇଁ ନିଧି ସଂଗ୍ରହ କରିଥିଲେ ।
Read More...

ଆରଏମସି କର୍ମଚାରୀଙ୍କ ନାଁରେ ଅଭିଯୋଗ କଲେ ଚାଷୀ ତୋଷରାଜ ମେହେର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ରାଜବୋଡାସମର ବ୍ଲକ ଅନ୍ତର୍ଗତ ବୁଡାମାଲ ମଣ୍ଡିରେ କାର୍ୟ୍ୟରତ ଆରଏମସି କର୍ମଚାରୀଙ୍କ ନାଁରେ ଅଭିଯୋଗ ଆଣିଲେ ଖଇରପାଲି ଗ୍ରାମର ଚାଷୀ ତୋଷରାଜ ମେହେର । ଆଜି ବରଗଡ଼ ଜିଲ୍ଲାପାଳଙ୍କୁ ଲିଖିତ ଅଭିଯୋଗ କରିଛନ୍ତି ଡାକ ଯୋଗେ । ସେ ଅଭିଯୋଗ
Read More...

ହତ୍ୟା ନା ଆତ୍ମହତ୍ୟା ?

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ତହସିଲ ଅନ୍ତର୍ଗତ ଭେଉଁରିଆ ରାଜସ୍ୱ ନିରୀକ୍ଷକ କାର୍ୟ୍ୟାଳୟରେ କାର୍ୟ୍ୟରତ ସହକାରୀ ରାଜସ୍ୱ ନିରୀକ୍ଷକ ଭାବେ କାର୍ୟ୍ୟରତ ବଳଦେବ ବନଛୋରଙ୍କ ମୃତ ଦେହ ପଦ୍ମପୁର ଅମଲିପାଲି ପଟ୍ଟନାୟକ ପେଟ୍ରୋଲ ପମ୍ପ ପଛ ପଟେ ଏକ ଗଛରେ ଝୁଲନ୍ତା ଅବସ୍ଥାରେ
Read More...

ଚାଷୀ ବାଲାମଣି ଭୋଇଙ୍କ ହୃଦଘାତ ଜନିତ ମୃତ୍ୟୁ ପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କଲା ପାଇକମାଲ ବ୍ଲକ କଂଗ୍ରେସ କମିଟି

ପଦ୍ମପୁର, (ନିରୋଜ କୁମାର ପାଣୀ) : ବହୁ ଚର୍ଚ୍ଚିତ ବାଲାମଣି ଭୋଇ(୫୯)ଙ୍କ ଘର ବରଗଡ ଜିଲ୍ଲା ପାଇକମାଲ ବ୍ଳକ ଅନ୍ତର୍ଗତ ସରେଇକେଲା ଗ୍ରାମପଞ୍ଚାୟତ ସମ୍ବଲପୁରୀ ଗ୍ରାମରେ । ଗତକାଲି ମଙ୍ଗଳବାର ଭୋରରୁ ଚାଷୀ ବାଲାମଣି ଙ୍କ ହୃଦଘାତରେ ମୃତ୍ୟୁ ଘଟିଥିଲା । ଦୀର୍ଘ ୨ମାସ ହେଲା ବାଲାମଣିଙ୍କ ପୁଅ
Read More...

ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବିବୃତି ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ : ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗତକାଲି ବିଧାନସଭାରେ ଖାଦ୍ୟ ଯୋଗାଣ ବିଭାଗର ମନ୍ତ୍ରୀଙ୍କ ବିବୃତି ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ ବୋଲି ବିଜେପି କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ ଏକ ପ୍ରେସ ଇସ୍ତାହାରରେ ପ୍ରକାଶ କରିବା ସହ ଚାଷୀମାନଙ୍କୁ ମଧ୍ୟସ୍ଥି (ଦଲାଲ) ଅଖ୍ୟା
Read More...

ରାମ ମନ୍ଦିର ନିର୍ମାଣ ପାଇଁ ମୁସଲମାନ ପରିବାରର ସହାୟତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ସାରା ଦେଶରେ ନିଧି ସଂଗ୍ରହ ଅଭିଯାନ ଚାଲିଛି । ଦଶ ଟଙ୍କାର କୁପନ ଆରମ୍ଭ କରି ଯିଏ ଯେତେ ଅଧିକ ଟଙ୍କା ଦେବେ, ରାମ ମନ୍ଦିର ଟ୍ରଷ୍ଟ ତରଫରୁ ଜନ ସାଧାରଣ ଟ୍ରଷ୍ଟ୍‌ର ଏକାଉଣ୍ଟରେ ସିଧାସଳଖ ବ୍ୟାଙ୍କ ଏକାଉଣ୍ଟରେ ଟଙ୍କା
Read More...

ପ୍ରାଧ୍ୟାପକ ରମାକାନ୍ତ ରାଉତଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗତ ବିଳମ୍ବିତ ରାତି ୨ଟା ସମୟରେ ସ୍ଥାନୀୟ ଅଂଚଳ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗର ପ୍ରାଧ୍ୟାପକ ରମାକାନ୍ତ ରାଉତଙ୍କ ବଡ଼ବନ୍ଧପଡ଼ା ସ୍ଥିତ ନିଜ ବାସଭବନରେ ୫୬ ବର୍ଷ ବୟସରେ ପରଲୋକ ହୋଇଯାଇଛି । କିଛି ଦିନ ଧରି ସ୍ୱର୍ଗତ ରାଉତଙ୍କ ସ୍ୱାସ୍ଥ୍ୟବସ୍ଥା ଖୁବ୍‌
Read More...

ସାପଲହରରେ ମୋ’ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ସାପଲହର ଗାନ୍ଧୀ ସ୍ମାରକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତକାଲି ଅପରାହ୍ନ ୨ଘଟିକା ସମୟରେ ମୋ ସ୍କୁଲ ଅଭିଯାନ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସଭାରେ ମୁଖ୍ୟ ଅତିଥି ଭାବେ ପାଇକମାଲ ବ୍ଲକ ଶିକ୍ଷା ଅଧିକାରୀ ଚୂଡାମଣି ବାରିକ ଓ ଏବିଇଓ
Read More...