ଏନ୍ସିସିର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ରକ୍ତଦାନ ଶିବିର ଅନୁଷ୍ଠିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁରରେ ୨୮/୧୧/୨୧ରେ ଏନସିସିର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମହା ବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଲଲିତେନ୍ଦୁ ନାୟକ ଏହି ଶିବିରକୁ ଉଦ୍ଘାଟନ କରିଥିଲେ । ଯୁବ ରେଡକ୍ରସର ପରାମର୍ଶଦାତା!-->…
Read More...
Read More...